Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସର ଚଢ଼ାଉ, ୩ ବନ୍ଧୁକ ସମେତ ଗୁଳି ଜବତ

by ସଞ୍ଜୟ ସ୍ୱାଇଁ
May 9, 2025
in Crime, State
ପୋଲିସର ଚଢ଼ାଉ, ୩ ବନ୍ଧୁକ ସମେତ  ଗୁଳି ଜବତ
66
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): କେନ୍ଦ୍ରାପଡ଼ା ସହର ଥାନା ଅନ୍ତର୍ଗତ ଇନ୍ଦାଳୋଠାରେ ଗତ ୪ ତାରିଖରେ ଗୁଳିକାଣ୍ଡ ହୋଇଥିଲା। ଏହି ଗୁଳିକାଣ୍ଡରେ ଅପରାଧୀଙ୍କୁ ଧରିବାକୁ ଜିଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଏହିି କ୍ରମରେ ଗୁରୁବାର ବିଳମ୍ବିତ ରାତିରେ ଟାଉନ ଥାନା ଅନ୍ତର୍ଗତ ସହରର ଦିଲାରପୁରର ସେକ ଓ୍ବାସିମ୍ଙ୍କ ଘର ଉପରେ ଶୁକ୍ରବାର ଚଢ଼ାଉ ହୋଇଥିଲା। ଏହି ସମୟରେ ଘର ମଧ୍ୟରେ ଥିବା ୩ ବନ୍ଧୁକ ଓ ୭୦ ଗୁଳି ଜବତ ହୋଇଛି। ତେବେ ଚଢ଼ାଉ ପୂର୍ବରୁ ଘର ମାଲିକ ଓ୍ବାସିମ୍ ଫେରାର ହୋଇଛନ୍ତ। ଘରର ଜଣେ ମହିଳା ସଦସ୍ୟଙ୍କୁ ଟାଉନ ଥାନାରେ ଅଟକ ରଖି ପଚରାଉଚରା ଚାଲିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!