Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣର ରୁପା ଜବତ

by ସଞ୍ଜୟ ସ୍ୱାଇଁ
November 29, 2024
in Crime, State
ବିପୁଳ ପରିମାଣର ରୁପା ଜବତ
68
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ଗଞ୍ଜାମ ଖଲ୍ଲିକୋଟରେ ବିପୁଳ ପରିମାଣର ରୁପା ଜବତ ହୋଇଛି । ଜିଏସ୍‌ଟି ଫାଙ୍କି ଅଭିଯୋଗରେ ବ୍ରହ୍ମପୁରରୁ କୋଲକାତାକୁ ଚାଲାଣ ବେଳେ ଧରିଲା ଖଲ୍ଲିକୋଟ ପୋଲିସ । ଗୋଟିଏ କାରରୁ ୭୩ ଟି ରୂପା ଇଟା ସହିତ ନଗଦ ପାଞ୍ଚ ଲକ୍ଷ ୪୨ ହଜାର ୬୦୦ଟଙ୍କା ଜବତ ହୋଇଛି । ସୂଚନା ଥାଉକି ଜିଏସ୍‌ଟି ଫାଙ୍କି ଅଭିଯୋଗରେ ବ୍ରହ୍ମପୁରରୁ କୋଲକାତାକୁ ଚାଲାଣ ହେଉଥିଲା ପୁଳା ପୁଳା ରୁପା ଇଟା । ଏହି ସମୟରେ ପୂର୍ବରୁ ସୂଚନା ପାଇ ଜଗି ରହିଥିଲା ପୋଲିସ । ୧୬ ନମ୍ବର ଜାତୀୟ ରାଜପଥ ଗୁରୁପଲ୍ଲି ଟୋଲ ଗେଟ୍ ନିକଟରେ ଯାଞ୍ଚବେଳେ ଏକ କାରରୁ ମିଳିଥିଲା ବିପୁଳ ପରିମାଣର ରୁପା ଇଟା । ରୂପା ଇଟାର ମୂଲ୍ୟ ୭୫ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଚଢାଉ କରିଥିଲା ବେଳେ ଧରିଲା ଖଲ୍ଲିକୋଟ ପୋଲିସ । ଖଲ୍ଲିକୋଟ ପୋଲିସ ଚଢ଼ାଉ କରି କାର, ରୁପା ଟଙ୍କା ଜବତ ସହ ୨ଜଣଙ୍କୁ ଅଟକ ରଖିଛି । ତେବେ ଏହା କେଉଁଠୁ ଆସିଲା ତାହା ଏବେ ଯାଏଁ ସ୍ପଷ୍ଟ ହୋଇନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!