Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାନ୍ଦପୁର ଥାନା ପକ୍ଷରୁ ଚଢ଼ଉ, ୭ ଜୁଆଡି ଗିରଫ

by ସଞ୍ଜୟ ସ୍ୱାଇଁ
May 23, 2021
in Crime, State
ଚାନ୍ଦପୁର ଥାନା ପକ୍ଷରୁ ଚଢ଼ଉ, ୭ ଜୁଆଡି ଗିରଫ
813
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ଚାନ୍ଦପୁର ପକ୍ଷରୁ ଚଢ଼ଉ କରାଯାଇ ୭ ଜୁଆଡିଙ୍କୁ ଗିରଫ କରାଯାଇଛି । ସଟଡାଉନ ସମୟରେ କୋଭିଡ ନିୟମକୁ ମାନି ନଥିଲେ ଅମାନିଆ । ଗତକାଲି ରାତିରେ ଚାନ୍ଦପୁର ରାମଚଣ୍ଡି ମନ୍ଦିର ପାଖରେ ୭ ଜଣ ଜୁଆଡି ମିଶି ଜୁଆ ଖେଳୁଥିଲେ । ଖବର ପାଇ ଚାନ୍ଦପୁର ଆଇଆଇସି ରଶ୍ମିରଞ୍ଜନ ଦାସଙ୍କ ସମେତ ଥାନାର କର୍ମଚାରୀ ଉକ୍ତ ସ୍ଥାନରେ ଚଢ଼ଉ କରିଥିଲେ । ତାଙ୍କଠାରୁ ୨୬୭୦ ଟଙ୍କା ଜବତ କରିବା ସହ କୋଭିଡ ନିୟମ ଅବମାନନା ପାଇଁ ୧୪ ହଜାର ଟଙ୍କା ଫାଇନ ଗଣିଛନ୍ତି । ଏଥିସହ ସେମାନଙ୍କ ମୋବାଇଲ ଜବତ କରାଯାଇଛି । ଚାନ୍ଦପୁର ଥାନାରେ ୭୩/୨୨୧ ଏକ ମାମଲା ରୁଜୁ କରାଯାଇ ଗିରଫ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!