Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅକ୍ଟୋବର ୧ରୁ ନୟାଗଡ଼ ପୋଷ୍ଟାଲ ଡିଭିଜନ କାର୍ଯ୍ୟକ୍ଷମ

by Anil Panda
September 11, 2020
in Nayagarh
ଅକ୍ଟୋବର ୧ରୁ ନୟାଗଡ଼ ପୋଷ୍ଟାଲ ଡିଭିଜନ କାର୍ଯ୍ୟକ୍ଷମ
876
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପୁରୀ ପୋଷ୍ଟାଲ୍ ଡିଭିଜନରୁ ଅଲଗା ହୋଇ ସ୍ୱତନ୍ତ୍ର ଭାବେ ନୟାଗଡ଼ ପୋଷ୍ଟାଲ ଡିଭିଜନ କାର୍ଯ୍ୟକ୍ଷମ ହେବା ନେଇ କେନ୍ଦ୍ର ସରକାରଙ୍କ ଯୋଗାଯୋଗ ମନ୍ତ୍ରାଳୟ ନିଷ୍ପତ୍ତି ନେଇଛନ୍ତି । ଆବଶ୍ୟକୀୟ ଭିତ୍ତିଭୂମୀ ଏବଂ ଜନସାଧାରଣଙ୍କ ଆବଶ୍ୟକତାକୁ ବିଚାରକୁ ନେଇ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ବେଳେ ଆଜି ପୁରୀ ପୋଷ୍ଟାଲ ସୁପରିଟେଣ୍ଡେଡ୍ ବିଜୟ କୁମାର ଶତପଥୀ, ଭୂବନେଶ୍ୱର ସର୍କଲ ଡାଇରେକ୍ଟର ଆଦିତ୍ୟ କୁମାର ନାୟକ, ନୟାଗଡ଼ ହେଡ୍ ପୋଷ୍ଟ ମାଷ୍ଟର, ବିଭାଗୀୟ ଇଂଜିନିୟର ଏବଂ ଟେକ୍‌ନିସିଆନ୍ ପ୍ରମୂଖ ନୟାଗଡ଼ ମୁଖ୍ୟ ଡାକଘରଠାରେ ପହଂଚି ସ୍ଥିତି ଅନୁଧ୍ୟାନ କରିବା ସହ ଅକ୍ଟୋବର ୧ ତାରିଖରେ ନୟାଗଡ଼ ଡିଭିଜନ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ କରିବା ନେଇ ମତବ୍ୟକ୍ତ କରିଛନ୍ତି । ନୟାଗଡ଼ ପୋଷ୍ଟାଲ ଡିଭିଜନ ସ୍ଥାପନ ଆକ୍ସନ କମିଟି ଆବାହକ ପ୍ରମୋଦ ପଟ୍ଟନାୟକ ଏହି ଟିମକୁ ସାକ୍ଷାତ କରି ନୟାଗଡ଼ ବାସୀଙ୍କ ପକ୍ଷରୁ ଧନ୍ୟବାଦ ଅର୍ପଣ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!