Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୬ ଜଣ ପ୍ରବାସୀ ମିଜୋରାମ ଓ ମଣିପୁର ଗଲେ

by Anil Panda
May 23, 2020
in Breaking
୩୬ ଜଣ ପ୍ରବାସୀ ମିଜୋରାମ ଓ ମଣିପୁର ଗଲେ
28
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ ଲକ୍‌ ଡାଉନ୍‌ ଯୋଗୁ ନିଜ ରାଜ୍ୟକୁ ଫେରି ପାରୁନଥିବା କାର୍ଯ୍ୟରତ ୩୬ ଜଣ ପ୍ରବାସୀ ଆଜି ଅପରାହରେ ୨୩ ଜଣ ମିଜୋରାମକୁ ଏବଂ ୧୩ ଜଣ ମଣିପୁରକୁ ଯାଇଛନ୍ତି । ଓଡ଼ିଶା ସରକାରଙ୍କ ଶ୍ରମ ଆୟୁକ୍ତ ଡ. ଏନ୍‌. ତିରୁମଲ୍ଲା ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆଜି ଅପରାହରେ ୩୬ ଜଣ ପ୍ରବାସୀଙ୍କୁ ଭୁବନେଶ୍ୱରରୁ ବସ୍‌ ଯୋଗେ ପଠାଇବାର ସୁବ୍ୟବସ୍ଥା କରାଯାଇଛି ।ଓଡ଼ିଶା ରାଜ୍ୟ ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗର ପ୍ରମୁଖ ଶାସନ ସଚିବ ଅନୁ ଗର୍ଗଙ୍କ ପରାମର୍ଶ କ୍ରମେ ଶ୍ରମ ଆୟୁକ୍ତ ଡ. ନାୟକ ପ୍ରବାସୀମାନଙ୍କ ସହିତ ଯୋଗାଯୋଗ କରି ଏସବୁ ଦାୟିତ୍ୱ ନିର୍ବାହ କରିଥିଲେ । ଖୋର୍ଦ୍ଧା ଜିଲ୍ଲାପାଳ ସୀତାଂଶୁ କୁମାର ରାଉତ ଏଥିରେ ପୂର୍ଣ୍ଣ ସହଯୋଗ କରିଥିଲେ । ଏହି ଅବସରରେ ନିଜ ରାଜ୍ୟକୁ ଫେରି ପାରିଥିବା କାର୍ଯ୍ୟରତ ଏହି ପ୍ରବାସୀ ଓଡ଼ିଶା ସରକାର ତଥା ରାଜ୍ୟ ଶ୍ରମ ବିଭାଗକୁ ପ୍ରଶଂସା କରିଥିଲେ । ଜିଲ୍ଲା ଶ୍ରମ ଅଧିକାରୀଙ୍କ ଠାରୁ ଆର ମ୍ଭ କରି ପ୍ରଭାଗୀୟ ଶ୍ରମ ଆୟୁକ୍ତ ଙ୍କ ସମେତ ଯୁଗ୍ମ ଶାସନ ସଚିବ ଅଶୋକ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଏହି ପ୍ରବାସୀମାନଙ୍କ ମିଜୋରାମ ଓ ମଣିପୁର ଗସ୍ତ କାର୍ଯ୍ୟରେ ସହଯୋଗ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!