Wednesday, July 9, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

by ସଞ୍ଜୟ ସ୍ୱାଇଁ
October 31, 2024
in State
ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
204
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ନଭେମ୍ବର ୨ ତାରିଖରୁ ୯ତାରିଖ ପର୍ଯ୍ୟନ୍ତ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ‘Tourism Odyssey: Strengthening ties with Diaspora and Industry Leaders” କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ୭ ଦିନିଆ ଲଣ୍ଡନ ଗସ୍ତ କରିବେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଦେଶ ମାଟିରେ ଶ୍ରୀମତୀ ପରିଡା ଓଡିଶା ପର୍ଯ୍ୟଟନ ବିକାଶର ଅପାର ସମ୍ଭାବନା ଉପରେ ଆଲୋକପାତ କରିବେ। ଏହି ଗସ୍ତ ଓଡିଶାର ପର୍ଯ୍ୟଟନ ପ୍ରତି ବିଦେଶୀ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ସହ ରାଜ୍ୟ ପର୍ଯ୍ୟଟନ ଶିଳ୍ପରେ ଅଧିକ ପୁଞ୍ଜି ନିବେଶକୁ ତ୍ୱରାନ୍ୱିତ କରିବ ବୋଲି ଦୃଢ଼ ଆଶା କରାଯାଉଛି।

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025
ଓଏଏସ୍ ଅଫିସରକୁ ଆକ୍ରମଣ ଘଟଣା:କାର୍ଯ୍ୟବନ୍ଦ କଲା ନୟାଗଡ ଓଏଏସ୍ ସଂଘ

ଓଏଏସ୍ ଅଫିସରକୁ ଆକ୍ରମଣ ଘଟଣା:କାର୍ଯ୍ୟବନ୍ଦ କଲା ନୟାଗଡ ଓଏଏସ୍ ସଂଘ

July 1, 2025
ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍‌

ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍‌

June 28, 2025
ହୃଦଘାତରେ ଆଖି ବୁଜିଲେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି

ହୃଦଘାତରେ ଆଖି ବୁଜିଲେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି

June 28, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!