Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଳବିଭାଜିକା ନିର୍ଦ୍ଦେଶକଙ୍କ ବିରୁଡା ଗସ୍ତ

by ସଞ୍ଜୟ ସ୍ୱାଇଁ
July 11, 2021
in Nayagarh, Planning and Development
ଜଳବିଭାଜିକା ନିର୍ଦ୍ଦେଶକଙ୍କ ବିରୁଡା ଗସ୍ତ
565
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ ଜଳ ବିଭାଜିକା ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡା ଆଜି ବିରୁଡା ଗ୍ରାମ ପଞ୍ଚାୟତର କାର୍ଯ୍ୟ ସମୀକ୍ଷା କରିଛନ୍ତି । ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା ମାଧ୍ୟମରେ କରାଯାଇଥିବା ଜଳ ଅମଳ ପ୍ରକଳ୍ପକୁ ଦେଖିଛନ୍ତି । ଦଶ ଲକ୍ଷ ଟଙ୍କ ବ୍ୟୟରେ କରାଯାଇଥିବା ଉକ୍ତ ପ୍ରକଳ୍ପକୁ ସମୀକ୍ଷା କରିଛନ୍ତି । ଏହି ପ୍ରକଳ୍ପକୁ ଅଧିକ ଗୁରୁତ୍ୱ ଦେବା ପାଇଁ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ଏଥି ସହିତ ଏହି କାର୍ଯ୍ୟକ୍ରମରେ ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଦୀପ୍ତ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ । ସ୍ଥାନୀୟ ସରପଞ୍ଚ, ସମିତିସଭ୍ୟ ଓ ଗ୍ରାମବାସୀ ସହଯୋଗ କରିଥିଲେ । ଗ୍ରାମଞ୍ଚଳରେ କୃଷି ବିକାଶ ନିମନ୍ତେ ଯେଉଁ ପ୍ରକାରର କାର୍ଯ୍ୟକ୍ରମ କରାଯିବାର ଆବଶ୍ୟକ ରହିଛି ସେଥିପାଇଁ ରାଜ୍ୟ ନିର୍ଦ୍ଦେଶକ ଗ୍ରମାବାସୀଙ୍କୁ ପରାମର୍ଶ ଦେଇଛନ୍ତି । ଆଗାମୀ ଦିନରେ ଉକ୍ତ ପଞ୍ଚାୟତରେ ଅଧିକ କାମ ତ୍ୱରାନୀତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!