Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ଆସିପାରେ ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ବିଜେଡିରେ ଯୋଗ ଦେବେ ପ୍ରକାଶ ବେହେରା

by ସଞ୍ଜୟ ସ୍ୱାଇଁ
April 3, 2024
in Politics, State
ଆଜି ଆସିପାରେ ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ବିଜେଡିରେ ଯୋଗ ଦେବେ ପ୍ରକାଶ ବେହେରା
306
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ଘୋଷଣା ହୋଇପାରେ ବିଜେଡ଼ିର ବାକି ଥିବା ଆସନ ପାଇଁ ଟିକେଟ । ବର୍ତ୍ତମାନ ସୁଦ୍ଧା ୬ ଲୋକସଭା ଓ ୭୫ ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇନାହିଁ । ଏହି ସବୁ ଆସନ ପାଇଁ ଆଜି ନାମ ଘୋଷଣା ହେବା ନେଇ ଚର୍ଚ୍ଚା ହେଉଛି । ତେବେ କାହାକୁ ମିଳିବ ଟକେଟ ? କାହାର ଟିକେଟ କଟିବ ତାକୁ ନେଇ ଅପେକ୍ଷାରେ ଅଛନ୍ତି ଆଶାୟୀ ନେତା । ସେପଟେ ଆଉ କିଛି ସମୟ ପରେ ବିଜେଡିରେ ଯୋଗଦେବେ ସାଲେପୁରର ପ୍ରକାଶ ବେହେରା । ଶଙ୍ଖ ଭବନରେ ବିଜେଡିର ବରିଷ୍ଠ ନେତାଙ୍କ ଉପସ୍ଥିତି ମିଶ୍ରଣ ପର୍ବରେ ଶଙ୍ଖ ଫୁଙ୍କିବେ ପ୍ରକାଶ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!