Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିରେ ମିଶିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା

by ସଞ୍ଜୟ ସ୍ୱାଇଁ
April 3, 2024
in Politics, State
ବିଜେଡିରେ ମିଶିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା
126
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶଙ୍ଖ ଫୁଙ୍କିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ବିଜେପିରୁ ଇସ୍ତଫା ଦେବା ପରେ ବୁଧବାର ସେ ବିଜେଡିରେ ସାମିଲ ହେଇଛନ୍ତି । ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ସେ ଶଙ୍ଖ ଫୁଙ୍କିଛନ୍ତି । ବିଜେଡି ସାଂସଦ ମାନସ ମଙ୍ଗରାଜ, ବିଧାୟକ ପ୍ରତାପ ଜେନା, କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତିଙ୍କ ଉପସ୍ଥିତି ପ୍ରକାଶ ବେହେରା ବୁଧବାର ବିଜେଡିରେ ସାମିଲ ହେଇଛନ୍ତି । ତେବେ ପ୍ରକାଶ ବେହେରା ବିଜେପି ଛାଡି ବିଜେଡିରେ ସାମିଲ ହେବା ପରେ, ସାଲେପୁର ରାଜନୀତି ଏବେ ରୋଚକ ମୋଡ ନେଇଛି । ହଜାର ହଜାର କର୍ମୀଙ୍କ ଗହଣରେ ସେ ଶଙ୍ଖ ଭବନରେ ଉପସ୍ଥିତ ରହିଥିଲେ । ନବୀନ ପଟ୍ଟନାୟକ ଜିନ୍ଦାବାଦ ସ୍ୱରରେ କମ୍ପି ଉଠିଥିଲା ଶଙ୍ଖ ଭବନ । ବିଜେପି ପାଇଁ ବହୁତ କାମ କରୁଥିଲେ ମଧ୍ୟ ଦଳ ତାଙ୍କୁ ଅଣଦେଖା କରିଥିବାରୁ ସେ ବିଜେଡିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୁଳକ କାର୍ଯ୍ୟ ତାଙ୍କୁ ପ୍ରଭାବିତ କରିଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!