Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିପ୍ ଟିପ୍ ବର୍ଷା ପାଣି ଗୀତରେ ନାଚିଲେ ପ୍ରକୃତି ମିଶ୍ର

by ସଞ୍ଜୟ ସ୍ୱାଇଁ
November 18, 2021
in Lifestyle, NATIONAL NEWS
ଟିପ୍ ଟିପ୍ ବର୍ଷା ପାଣି ଗୀତରେ ନାଚିଲେ ପ୍ରକୃତି ମିଶ୍ର
1.3k
VIEWS
Share on FacebookShare on Twitter

ମୁମ୍ବାଇ, (ବାଘୁଆବାର୍ତ୍ତା): ଓଲିଉଡରୁ ବଲିଉଡ୍ ଯାତ୍ରା କରିଥିବା ଅଭିନେତ୍ରୀ ପ୍ରକୃତି ମିଶ୍ର ସୋସିଆଲ୍ ମିଡିଆରେ ବେଶ୍ ସକ୍ରିୟ। ସେ ପ୍ରାୟତଃ ନିଜର ଫଟୋ ଏବଂ ଭିଡିଓ ସୋସିଆଲ୍ ମିଡିଆରେ ସେୟାର କରନ୍ତି। ନିକଟରେ ଅଭିନେତ୍ରୀଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଇଣ୍ଟରନେଟରେ ନିଆଁ ଲଗାଇଛି। ପ୍ରକୃତି ଇନଷ୍ଟାଗ୍ରାମରେ ତାଙ୍କର ଏକ ଭିଡିଓ ସେୟାର କରିଛନ୍ତି। ଯେଉଁଥିରେ ସେ ଲୋକପ୍ରିୟ ଗୀତ ଟିପ୍ ଟିପ୍ ବର୍ଷା ପାଣିରେ ହଟ୍ ଡ୍ୟାନ୍ସ ପ୍ରଦର୍ଶନ କରୁଥିବା ଦେଖାଯାଇଛି। ତାଙ୍କସହ କୋରିଓଗ୍ରାଫର୍ ଅରୁନ୍ଧତି ମଧ୍ୟ ନଜର ଆସିଛନ୍ତି। ଭିଡିଓ ସେୟାର କରି ଅଭିନେତ୍ରୀ ଲେଖିଛନ୍ତି, “ଏହି ଶୀତକୁ ଅଧିକ ଉପଯୋଗ କରିବା। ମୋର ଏବଂ ଆମର ନିଜସ୍ୱ ଏକ ଚମତ୍କାର ପ୍ରଦର୍ଶନ।” ଏହି ଭିଡିଓରେ ପ୍ରକୃତି ବହୁତ ହଟ୍ ଆଣ୍ଡ ଗ୍ଲାମରସ୍ ଦେଖାଯାଉଛନ୍ତି। ଏଥିରେ ଅଭିନେତ୍ରୀ ସାଢୀ ପିନ୍ଧି ଡ୍ୟାନ୍ସ କରୁଥିବା ନଜର ଆସିଛନ୍ତି। ଏହି ସାଢୀ ଫ୍ୟାଣ୍ଟାସୀ ଫ୍ୟାଶନ୍ ଦ୍ୱାରା ଡିଜାଇନ୍ ହୋଇଥିବାବେଳେ ଭିଡିଓଟି ଅରୁନ୍ଧତୀ ଗଡନାୟକଙ୍କ ଦ୍ୱାରା କୋରିଓଗ୍ରାଫ୍ କରାଯାଇଛି। ଅଭିନେତ୍ରୀଙ୍କ ଏହି ଭିଡିଓ ସେୟାର ହେବା ମାତ୍ରେ ଏହା କିଛି ସମୟ ମଧ୍ୟରେ ଭାଇରାଲ ହେବାରେ ଲାଗିଛି। ୬୦,୦୦୦ ରୁ ଅଧିକ ନେଟିଜେନ ଅଭିନେତ୍ରୀଙ୍କ ଏହି ବୋଲ୍ଡ ଅନ୍ଦାଜକୁ ଖୁବ୍ ପସନ୍ଦ କରୁଛନ୍ତି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!