Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ସମସ୍ତଙ୍କ ସହଯୋଗ ଲୋଡିଲେ ପ୍ରମିଳା

by ସଞ୍ଜୟ ସ୍ୱାଇଁ
September 22, 2023
in Politics, State
ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ, ୭ ଦିନ ଭିତରେ ବନ୍ୟା କ୍ଷୟକ୍ଷତିର ରିପୋର୍ଟ ଦିଅ
111
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି । ପ୍ରମିଳା ମଲ୍ଲିକ ହେଲେ ପ୍ରଥମ ମହିଳା ବାଚସ୍ପତି । ବିଧିବଦ୍ଧ ଭାବେ ଦାୟିତ୍ୱ ନେଲେ ପ୍ରମିଳା । ବାଚସ୍ପତି ଭାବେ ପ୍ରମିଳା ଦାୟିତ୍ୱ ନେବା ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ନବୀନ କହିଛନ୍ତି, ଓଡ଼ିଶା ପ୍ରଥମ ମହିଳା ବାଚସ୍ପତି ପାଇଛି । ଏହା ଏକ ଐତିହାସିକ ମୁହୂର୍ତ୍ତ । ଏହାସହ ବିରୋଧୀ ଦଳ ନେତା ମଧ୍ୟ ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇବା ସହ ଗୃହରେ ନିରପେକ୍ଷତା ନୀତି ଆପଣାଇବାକୁ କହିଛନ୍ତି । ବାଚସ୍ପତି ଭାବେ ଶପଥ ନେବା ପରେ ପ୍ରମିଳା ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସର୍ବସମ୍ମତି କ୍ରମେ ନିଦ୍ୱନ୍ଦ୍ୱରେ ବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ପ୍ରମିଳା । ଗୃହର ପଦମର‌୍ୟ୍ୟାଦା ରକ୍ଷା କରିବାକୁ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି ପ୍ରମିଳା । ଗୃହର ସୁପରିଚାଳନାରେ ସହଯୋଗ କରିବାକୁ ସମସ୍ତଙ୍କୁ କହିଛନ୍ତି ବାଚସ୍ପତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!