Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିରୁ ବହିଷ୍କୃତ ହେଲେ ପ୍ରମୋଦ ରଥ

by ସଞ୍ଜୟ ସ୍ୱାଇଁ
January 5, 2024
in Politics, State
ବିଜେଡିରୁ ବହିଷ୍କୃତ ହେଲେ ପ୍ରମୋଦ ରଥ
112
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ନିଜେ ଦଳ ଛାଡ଼ିବାକୁ ସଜବାଜ ହେଉଥିଲେ। ହେଲେ ଏହା ପୂର୍ବରୁ ଦଳ ବିତାଡ଼ିତ କଲା। ଏପରି ଏକ ଘଟଣା ଯୋଗୁ ଆଜି ସମ୍ବଲପୁର ଜିଲ୍ଲା ବିଜେଡିରେ ହଇଚଇ ସୃଷ୍ଟି ହୋଇଛି। ଜିଲ୍ଲା ବିଜେଡି କମିଟି ଉପଦେଷ୍ଟା ପଦରୁ ପ୍ରମୋଦ ରଥଙ୍କୁ ବହିଷ୍କାର କଲା ଦଳ। ଏ ନେଇ ଦଳ ପକ୍ଷରୁ ପ୍ରେସ ରିଲିଜ୍ ଜରିଆରେ ସୂଚନା ଦିଆଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ପ୍ରମୋଦ ରଥଙ୍କୁ ପଦରୁ ବହିଷ୍କାର କରାଯାଇଥିବା ପ୍ରେସ ରିଲିଜରେ ସୂଚନା ଦିଆଯାଇଛି। ତେବେ ପ୍ରମୋଦଙ୍କୁ ହଠାତ୍ ବହିଷ୍କାର କରାଯିବା ନେଇ ସମ୍ବଲପୁର ରାଜନୀତିରେ ହଲଚଲ୍ ସୃଷ୍ଟି ହୋଇଛି। ଗୋଟିଏ ପଟେ ନିଜେ ପ୍ରମୋଦ ରଥ ବିଜେଡିରୁ ଇସ୍ତଫା ଦେବାକୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରିଥିଲେ। ହେଲେ ତା’ ପୂର୍ବରୁ ତାଙ୍କୁ ଦଳରୁ ବହିଷ୍କାର କରାଯାଇଛି। ଗତକାଲି ସମ୍ବଲପୁରରେ ବିଜେଡିର ବରିଷ୍ଠ ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଯେଉଁଥିରେ ଦଳର ସାଂଗଠନିକ ରଣନୀତି ନେଇ ଆଲୋଚନା ହୋଇଥିଲା।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!