Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୨୪ରେ ଐତିହାସିକ ବିଜୟ ହାସଲ କରିବ ବିଜେଡି : ପ୍ରଣବ

by ସଞ୍ଜୟ ସ୍ୱାଇଁ
February 25, 2024
in Politics, State
୨୦୨୪ରେ ଐତିହାସିକ ବିଜୟ ହାସଲ କରିବ ବିଜେଡି : ପ୍ରଣବ
116
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ୨୦୨୪ରେ ଐତିହାସିକ ବିଜୟ ଆଡକୁ ଗତି କରୁଛି ବିଜେଡି । ଦୃଢୋକ୍ତି ପ୍ରକାଶ କରିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନବୀନ ପଟ୍ଟନାୟକ । ଏହା ମନସ୍ଥ କରିସାରିଛନ୍ତି ଓଡ଼ିଶାବାସୀ । ନବୀନଙ୍କ ପ୍ରତି ଲୋକଙ୍କ ବଢିଚାଲିଛି ଆସ୍ଥା ବୋଲି କହିଛନ୍ତି ପ୍ରଣବ । ସାଢେ ଚାରିକୋଟି ଓଡ଼ିଶା ବାସୀଙ୍କ ବଳ ବିଜୁ ଜନତା ଦଳ । ସବୁ ଜାତୀୟ ସର୍ଭରେ ନବୀନ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ପ୍ରମାଣିତ ହୋଇଛନ୍ତି । ୨୦୨୨ ପଂଚାୟତ ନିର୍ବାଚନରେ ୫୨ ପ୍ରତିଶତରୁ ଅଧିକ ଭୋଟ ହାର ସାଙ୍ଗକୁ ୩୦ ରୁ ୩୦ ଜିଲ୍ଲା ପରିଷଦ ଆସନ ଦଖଲ କରିଥିଲା ବିଜେଡି । ଏହା ଓଡ଼ିଶାବାସୀଙ୍କ ବିଜୁ ଜନତା ଦଳ ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଭଲପାଇବାକୁ ପ୍ରତିପାଦିତ କରୁଛି। ବହୁ ସଂଖ୍ୟକ ପେଶାଦାର ବ୍ୟକ୍ତି ଏବଂ ଜାତୀୟ ରାଜନୈତିକ ଦଳମାନଙ୍କର ନେତାମାନେ ମଧ୍ୟ ବିଜେଡି ଟିକେଟ ପାଇଁ ଆବେଦନ କରୁଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!