Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେଵ କୋର୍ଟରେ ଆତ୍ମସମର୍ପଣ କରି ଜାମିନ ପାଇଁ ଆବେଦନ କରିଛନ୍ତି

by ସଞ୍ଜୟ ସ୍ୱାଇଁ
October 8, 2021
in Feature News
ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେଵ କୋର୍ଟରେ ଆତ୍ମସମର୍ପଣ କରି ଜାମିନ ପାଇଁ ଆବେଦନ କରିଛନ୍ତି
186
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେଵ ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରା ଜଜ ଖୋର୍ଦ୍ଧାଙ୍କ କୋର୍ଟରେ ଆତ୍ମସମର୍ପଣ କରି ଜାମିନ ପାଇଁ ଆବେଦନ କରିଛନ୍ତି। ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଥାନାରେ ବିଧାୟକ ଶ୍ରୀ ଜଗଦେଵଙ୍କ ନାମରେ ଏକ ମାମଲା ରୁଜ୍ଜୁ ହୋଇଥିଲା। ବିଧାୟକ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ। ହାଇକୋର୍ଟ ପରାମର୍ଶ କ୍ରମେ ଆଜି ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଆବେଦନ କରିଥିଲେ। ବର୍ତ୍ତମାନ ବିଚାର ଚାଲିଛି। କୋର୍ଟ ପରିସର ଚଳ ଚଞ୍ଚଳ ରହିଛି। ବିଧାୟକଙ୍କ ସମର୍ଥନମାନେ କୋର୍ଟ ପରିସରରେ ପହଞ୍ଚିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!