Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଶାନ୍ତଙ୍କ ପରିବାରକୁ ସହାୟତା ଘୋଷଣା କଲେ ରାଜ୍ୟ ସରକାର

by ସଞ୍ଜୟ ସ୍ୱାଇଁ
April 24, 2025
in State
ପ୍ରଶାନ୍ତଙ୍କ ପରିବାରକୁ ସହାୟତା ଘୋଷଣା କଲେ ରାଜ୍ୟ ସରକାର
241
VIEWS
Share on FacebookShare on Twitter

ବାଲେଶ୍ବର, (ବାଘୁଆବାର୍ତ୍ତା): ପହଲଗାଓଁ ଆତଙ୍କବାଦୀ ଆକ୍ରମଣରେ ମୃତ ବାଲେଶ୍ବର ଇସାଣୀ ଗାଁର ପ୍ରଶାନ୍ତ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଇସାଣୀ ଗାଁରେ ପହଞ୍ଚି ମୁଖ୍ୟମନ୍ତ୍ରୀ ମୃତ ପ୍ରଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ । ଏହାସହ ପ୍ରଶାନ୍ତଙ୍କ ପରିବାରକୁ ସମବେଦନା ଜଣାଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାନ୍ତଙ୍କ ପରିବାର ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହାସହ ମୃତକଙ୍କ ପତ୍ନୀଙ୍କୁ ଚାକିରି ଓ ପୁଅର ପାଠପଢ଼ା ସହ ଅନ୍ୟାନ୍ୟ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ସୂଚନାଯୋଗ୍ୟ, ଗତ ୨୨ ତାରିଖରେ ଜମ୍ମୁ ଓ କାଶ୍ମୀରର ପହଲଗାଓଁରେ ପର୍ଯ୍ୟଟକଙ୍କୁ ଆକ୍ରମଣ କରି ନରସଂହାର କରିଥିଲେ ଆତଙ୍କବାଦୀ । ଏଥିରେ ୨୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ବାଲେଶ୍ବର ଇସାଣୀ ଗାଁର ପ୍ରଶାନ୍ତ ଜଣେ । ତିନିଦିନ ପୂର୍ବେ ପତ୍ନୀ ଓ ପୁଅ ସହ ପ୍ରଶାନ୍ତ ଜମ୍ମୁ ଓ କାଶ୍ମୀର ବୁଲିବାକୁ ଯାଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!