Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଶାନ୍ତ ମୁଦୁଲିଙ୍କ ବୟାନ, ସିଏମ୍ ଓଡ଼ିଶାର ହକ୍ ପାଇଁ ଯୁକ୍ତି ବାଢ଼ନ୍ତୁ

by ସଞ୍ଜୟ ସ୍ୱାଇଁ
May 24, 2025
in State
ପ୍ରଶାନ୍ତ ମୁଦୁଲିଙ୍କ ବୟାନ, ସିଏମ୍ ଓଡ଼ିଶାର ହକ୍ ପାଇଁ ଯୁକ୍ତି ବାଢ଼ନ୍ତୁ
51
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଶା ନିଜ ହକ୍ ପାଇନାହିଁ । ଯେମିତି ପାଇବା କଥା ତାହା ପାଇନାହିଁ। କେନ୍ଦ୍ରରେ ଯିଏ ବି ସରକାରରେ ରହିଲା, ଓଡ଼ିଶାକୁ ତାହାର ହକ ରୁ ବଞ୍ଚିତ କରାଯାଇଛି। ଏଥିପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରମ୍ୱାର କେନ୍ଦ୍ର ପାଖରେ ଓଡିଶାର ହକ ପାଇଁ ଦାବି କରିଛନ୍ତି । ଆଜି ବି ଓଡ଼ିଶାକୁ ଫୋକସ ଷ୍ଟେଟର ମାନ୍ୟତା ମିଳୁନି କି ସ୍ଵତନ୍ତ୍ର ଅନୁଦାନ ଦେଉନି କେନ୍ଦ୍ର । ଓଡ଼ିଶାର ଅନେକ ଗାଁ ରେ ମୋବାଇଲ ନେଟୱାର୍କ ଅପହଞ୍ଚ । ବହୁ ଗ୍ରାମରେ ବ୍ୟାଙ୍କିଙ୍ଗ ବ୍ୟବସ୍ଥା ନାହିଁ । ତେଣୁ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଓଡ଼ିଶାର ହକ ପାଇଁ ଉପଯୁକ୍ତ ଯୁକ୍ତି ବାଢନ୍ତୁ ବୋଲି କହିଛନ୍ତି, ବିଜେଡିର ବରିଷ୍ଠ ନେତା ପ୍ରଶାନ୍ତ ମୁଦୁଲି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!