Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଓଲିଉଡକୁ କମ୍ ବ୍ୟାକ୍ କଲେ ଫିଲ୍ମ ଜଗତଠାରୁ ଦୂରେଇ ଯାଇଥିବା ଅଭିନେତ୍ରୀ ପ୍ରିୟା ଚୌଧୁରୀ

by ସଞ୍ଜୟ ସ୍ୱାଇଁ
November 22, 2021
in Lifestyle, State
ପୁଣି ଓଲିଉଡକୁ କମ୍ ବ୍ୟାକ୍ କଲେ ଫିଲ୍ମ ଜଗତଠାରୁ ଦୂରେଇ ଯାଇଥିବା ଅଭିନେତ୍ରୀ ପ୍ରିୟା ଚୌଧୁରୀ
257
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଫିଲ୍ମ ଜଗତଠାରୁ ଦୂରେଇ ଯାଇଥିବା ଅଭିନେତ୍ରୀ ପ୍ରିୟା ଚୌଧୁରୀ ପୁଣି ଓଲିଉଡକୁ କମ୍ ବ୍ୟାକ୍ କରୁଛନ୍ତି । ଏଥର ପ୍ରିୟା ଭିନ୍ନ ଚରିତ୍ରରେ ନଜର ଆସିବେ ବୋଲି ଜଣାପଡିଛି । ଉପସ୍ଥାପିକା ତଥା ଅଭିନେତ୍ରୀ ପ୍ରିୟା ଚୌଧୁରୀ ଏବେ ସୁଟିଂ ସେଟରେ ନିଜର ଅପକମିଂ ଫିଲ୍ମ ପାଇଁ ବ୍ୟସ୍ତ ଅଛନ୍ତି । ନୂଆ ଚଳଚ୍ଚିତ୍ର ‘ଲାଗେ ପ୍ରେମ ନଜର’ ପାଇଁ ସୁଟିଂ ଚାଲିଛି ।ଏଥିରେ ନାୟକ ଅମ୍ଲାନଙ୍କ ବିପକ୍ଷରେ ତିନି ଜଣ ନାୟିକା ନଜର ଆସିବେ ବୋଲି ଜଣାପଡିଛି । ରୋମାଣ୍ଟିକ କାହାଣିକୁ ନେଇ ତିଆରି ହୋଇଥିବା ଏହି ଚଳଚ୍ଚିତ୍ରରେ ପ୍ରିୟାଙ୍କ ସହିତ ରିୟା ଓ ରାଗିଣୀ ନିଜର ଆସିବେ । ଅନ୍ୟପଟେ ଏହି ଫିଲ୍ମରେ ବିବି ମିଶ୍ର, ପପି ସନ୍ତୁକା, ଅମର ମହାପାତ୍ର,ବାପି ବିନୋଦ ପ୍ରମୁଖଙ୍କୁ ଦେଖିବାକୁ ମିଳିବ । ନୂଆ ଚଳଚ୍ଚିତ୍ର ‘ଲାଗେ ପ୍ରେମ ନଜର’ ପୁଣି ଦର୍ଶକଙ୍କୁ ଆକୃଷ୍ଟ କରିବ ବୋଲି ଆଶା କରାଯାଉଛି । ବ୍ଲୁ ଆଇଜ୍ ଏଣ୍ଟରଟେନମେଣ୍ଟର ପ୍ରଥମ ଅବଦାନ ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଉଛନ୍ତି ଦିଲ୍ଲୀପ ପଣ୍ଡା, ପ୍ରଯୋଜନା ଦାୟିତ୍ୱରେ ଅଛନ୍ତି ନନ୍ଦିକେଶ ଓ ବ୍ୟୋମକେଶ । କାହାଣୀ ଓ ରଚନା ଖଗେଶ୍ୱର ଶେଜପଡା ଦେଇଥିବା ବେଳେ ଫିଲ୍ମର ସଙ୍ଗୀତ ଦାୟିତ୍ୱରେ ଅଛନ୍ତି ବୈଦ୍ୟନାଥ ଦାସ । ଚିତ୍ରନାଟ୍ୟ ଓ ସଂଳାପ ଲେଖିଛନ୍ତି ଚିନ୍ମୟ ଦାସ ପଟ୍ଟନାୟକ । ଅଲିଉଡ୍ ଜଗତରେ ଡ୍ରିମଗାର୍ଲ ରୁ ଅଭିନୟ ଆରମ୍ଭ କରିଥିବା ପ୍ରିୟା ଚୌଧୁରୀ ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦେଇ ଦର୍ଶକଙ୍କ ପ୍ରିୟ ହୋଇପାରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!