Saturday, August 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭୩ କେଜି ବର୍ଗରେ ସ୍ୱର୍ଣ୍ଣ ଜିତିଛନ୍ତି ଭାରତର ପ୍ରିୟା ମଲ୍ଲିକ

by ସଞ୍ଜୟ ସ୍ୱାଇଁ
July 25, 2021
in NATIONAL NEWS, Sports
୭୩ କେଜି ବର୍ଗରେ ସ୍ୱର୍ଣ୍ଣ ଜିତିଛନ୍ତି ଭାରତର ପ୍ରିୟା ମଲ୍ଲିକ

Ww 73kg final Priya PRIYA (IND)

205
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବିଶ୍ୱ କ୍ୟାଡେଟ କୁସ୍ତିରେ ଭାରତକୁ ସ୍ବର୍ଣ୍ଣ ପଦକ ହାସଲ ହୋଇଛି । ୭୩ କେଜି ବର୍ଗରେ ସ୍ବର୍ଣ୍ଣ ଜିତିଛନ୍ତି ଭାରତର ପ୍ରିୟା ମଲ୍ଲିକ । ବୁଲଗେରିଆ ପ୍ରତିଯୋଗୀଙ୍କୁ ହରାଇ ସ୍ବର୍ଣ୍ଣ ଜିତିଲେ ପ୍ରିୟା । ଫଳରେ ତାଙ୍କର ଏହି ସଫଲତା ପାଇଁ ତାଙ୍କୁ ଛୁଟିଛି ଶୁଭେଚ୍ଛା ଓ ଶୁଭକାମନାର ସୁଅ । ରେଙ୍ଗଲର ପ୍ରିୟା ମଲିକ ହଙ୍ଗେରୀରେ ଅନୁଷ୍ଠିତ ବିଶ୍ୱ ରେସଲିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣ ଜିତିବାରେ ସଫଳ ହୋଇଛନ୍ତି । ଏହା ପରେ ଦେଶକୁ ଏକ ଆନ୍ତର୍ଜାତୀୟ ସ୍ତରରେ ଗର୍ବିତ କରିଛନ୍ତି । ଗତକାଲି ଟୋକି ଅଲିମ୍ପିକ୍ସ ମୀରବାଈ ଚାନୁ ରୌପ୍ୟ ପଦକ ଜିତି ଦୋଶ ପାଇଁ ଗୌରବ ଆଣିଥିଲେ । ଏହାର ଠିକ୍ ଦିନକ ପରେ ଦେଶକୁ ପୁଣିଥରେ ଗର୍ବୀତ କରାଇଛନ୍ତି ଆଉ ଜଣେ ମହିଳା ରେସଲର ପ୍ରିୟା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!