Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିରାଶ ପରେ ପୁଣି ଜାଗିଲା ଆଶାର କିରଣ

by ସଞ୍ଜୟ ସ୍ୱାଇଁ
August 6, 2021
in NATIONAL NEWS, Sports, WORLD
ନିରାଶ ପରେ ପୁଣି ଜାଗିଲା ଆଶାର କିରଣ
161
VIEWS
Share on FacebookShare on Twitter

ଜାପାନ, (ବାଘୁଆବାର୍ତ୍ତା): ନିରାଶ ପରେ ପୁଣି ଜାଗିଲା ଆଶାର କିରଣ । ଟୋକିଓରେ ଦମ୍ ଦେଖାଇଛନ୍ତି ବଜରଙ୍ଗ ପୁନିଆ । ଜବରଦସ୍ତ ବିଜୟ ସହ ସେମିଫାରେ ପ୍ରବେଶ କରିଛନ୍ତି ବଜରଙ୍ଗ ପୁନିଆ । ଅପରାହ୍ଣରେ ହେବ ସେମିଫାଇନାଲ ମୁକାବିଲା । ଏବେ ବଜରଙ୍ଗ ପୁନିଆଙ୍କ ଉପରେ ସାରା ଦେଶବାସୀଙ୍କ ନଜର ରହିଛି । ପୁନିଆଙ୍କ ପାଖରେ କୁସ୍ତିରେ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିବାର ସୁଯୋଗ ରହିଛି । ସେମିଫାଇନାଲରେ ସେ ଇରାନ ପ୍ରତିଦ୍ୱନ୍ଦିଙ୍କୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛନ୍ତି । ବଜରଙ୍ଗ ପୁନିଆ ସେମିଫାଇନାଲରେ ତିନିଥର ବିଶ୍ୱ ଚାମ୍ପିଅନ୍ ହାଜି ଆଲିଏଭଙ୍କୁ ଭେଟିବେ । ଯଦି ବଜରଙ୍ଗ ସେମିଫାଇନାଲରେ ଜିତନ୍ତି, ତେବେ ସେ ଦେଶାପାଇଁ ପଦକ ଜିତିବାରେ ଆଉ ଜଣେ ପ୍ରତିଯୋଗି ହେବେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!