Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତାକାଲିଠୁ ସର୍ବସାଧାରଣଙ୍କ ଲାଗି ଖୋଲୁଛି ଶ୍ରୀମନ୍ଦିର

by ସଞ୍ଜୟ ସ୍ୱାଇଁ
August 22, 2021
in State, Toursimi
୨୩ ତାରିଖରୁ ସାଧାରଣ ଦର୍ଶନ କିନ୍ତୁ ଶ୍ରୀମନ୍ଦିର ପରିସରରେ  ମହାପ୍ରସାଦ ସେବନ ମନା
60
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ୪ ମାସର ବ୍ୟବଧାନ ପରେ ଆସନ୍ତାକାଲିଠୁ ସର୍ବସାଧାରଣଙ୍କ ଲାଗି ଖୋଲୁଛି ଶ୍ରୀମନ୍ଦିର। କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ଶ୍ରଦ୍ଧାଳୁମାନେ କାଲିଠୁ ଶ୍ରୀମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ। ଆର୍‌ଟିପିସିଆର୍‌ ନେଗେଟିଭ କିମ୍ବା ଓ ଦୁଇଟି ଡୋଜ୍ ଟିକାକରଣ ରିପୋର୍ଟ ସହ ଆଧାର କାର୍ଡ ପ୍ରମାଣପତ୍ର ଦେଖାଇ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ଭକ୍ତ। ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ ଓ ୮ଟି କିଓସ୍କୋ ସ୍ଥାପନ କରାଯାଇଥିବା ବେଳେ ସୁରକ୍ଷା ପାଇଁ ୧୦ ପ୍ଲାଟୁନ୍‌ରୁ ଅଧିକ ପୁଲିସ ଫୋର୍ସ ମୁତୟନ ହେବେ। ଶୃଙ୍ଖଳିତ ଦର୍ଶନ ପାଇଁ ସିଂହ ପଟେ ପ୍ରବେଶ ଓ ଉତ୍ତର ଦ୍ୱାର ପଟେ ପ୍ରସ୍ଥାନର ବ୍ୟବସ୍ଥା କରାଯାଇଛି। ବୃଦ୍ଧ ଓ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନର ବ୍ୟବସ୍ଥା କରାଯାଇଛି। ସକାଳ ୭ଟାରୁ ସଂଧ୍ୟା ୭ଟା ପର୍ୟ୍ୟନ୍ତ ଚାଲିବ ଦର୍ଶନ ବ୍ୟବସ୍ଥା। ପୂର୍ବରୁ ପୁରୀ ବାସିନ୍ଦାଙ୍କୁ ଦର୍ଶନ ସୁଯୋଗ ମିଳିଥିଲା। ୫ଦିନ ଭିତରେ ପ୍ରାୟ ୫୧ ହଜାର ଭକ୍ତ ଦର୍ଶନ କରିଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!