Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠାରୁ ତିନି ଦିନ ବନ୍ଦ ରହିବ ଜଗା ଦର୍ଶନ

by ସଞ୍ଜୟ ସ୍ୱାଇଁ
September 10, 2021
in State, Toursimi
ଆଜିଠାରୁ ତିନି ଦିନ ବନ୍ଦ ରହିବ ଜଗା ଦର୍ଶନ
86
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଆଜିଠାରୁ ତିନି ଦିନ ବନ୍ଦ ରହିବ ଜଗା ଦର୍ଶନ । ମନ୍ଦିର ପ୍ରଶାସନ ସୂଚନା ଅନୁସାରେ, ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି । ସେପଟେ ପୂର୍ବ ଏସ୍ଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ଲଗାତର ତିନିଦିନ ଶ୍ରୀମନ୍ଦିର ବନ୍ଦ ରହିବା ପରେ ସୋମବାରଠାରୁ ଭକ୍ତମାନେ ପରିବର୍ତ୍ତିତ ନୂଆ ଏସ୍ଓପି ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ କରିବେ । ଏହି ଏସ୍ଓପି ଅନୁସାରେ କେବଳ ରବିବାର ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ବାକି ୬ ଦିନ ଭକ୍ତମାନେ ସକାଳ ୭ଟାରୁ ରାତି ୯ଟା ପର୍ୟ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ସେପଟେ ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ କଟକଣା ହଟାଇ ଦିଆଯାଇଥିବାରୁ ସୋମବାରଠାରୁ ଭକ୍ତମାନେ ଆନନ୍ଦବଜାରରେ ବସି ସପରିବାର ମହାପ୍ରସାଦ ସେବନ କରିପାରିବେ । ମହାପ୍ରଭୁଙ୍କ ପାଇଁ ଫୁଲ, ଦୀପ, ଧୂପ ନେଇ ଶ୍ରୀମନ୍ଦିରକୁ ଯାଇପାରିବେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!