Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ଶ୍ରୀମନ୍ଦିର ରାଧାଷ୍ଟମୀ ପର୍ବରେ ଶ୍ରୀଜମ୍ବେଶ୍ୱର ଦେବେ ବଡ଼ଦେଉଳ ଆୟବ୍ୟୟର ହିସାବ

by ସଞ୍ଜୟ ସ୍ୱାଇଁ
September 14, 2021
in State, Toursimi
ଆଜି ଶ୍ରୀମନ୍ଦିର ରାଧାଷ୍ଟମୀ ପର୍ବରେ ଶ୍ରୀଜମ୍ବେଶ୍ୱର ଦେବେ ବଡ଼ଦେଉଳ ଆୟବ୍ୟୟର ହିସାବ
41
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ ପର୍ବ ଅନୁଷ୍ଠିତ ହେବ। ନଗର ପରିକ୍ରମା କରି ଶ୍ରୀଜମ୍ୱେଶ୍ୱରଙ୍କ ମନ୍ଦିରରେ ଶ୍ରୀସୁଦର୍ଶନ ମହାପ୍ରଭୁ ବିଜେ କରିବେ। ଶ୍ରୀଜମ୍ବେଶ୍ୱର ଠାକୁରେ ଦେବେ ବଡ଼ଦେଉଳ ଆୟବ୍ୟୟର ହିସାବ । ପରମ୍ପରା ଅନୁଯାୟୀ ଜମ୍ବେଶ୍ୱର ମହାଦେବଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ପଢିବାର ଦେବବିଧି ସମ୍ପନ୍ନ ହେବ। ଶୀତଳଭୋଗ ଓ ପ୍ରସାଦ ଲାଗି ପରେ ଶ୍ରୀସୁଦର୍ଶନ ଦେବ ଶ୍ରୀମନ୍ଦିରକୁ ବାହୁଡ଼ିବେ । ଏଥିସହିତ ଶ୍ରୀମନ୍ଦିରରେ ମଧ୍ୟ ଅନ୍ୟାନ୍ୟ ସ୍ୱତନ୍ତ୍ର ନୀତି ପାଳିତ ହେବ । ସକାଳ ଧୂପ ସରିବା ପରେ ଲକ୍ଷ୍ମୀଠାକୁରାଣୀ ଶ୍ରୀଅଙ୍ଗରୁ ଆଜ୍ଞାମାଳ ପାଇ ସାତ ପାହାଚଦ୍ୱାରଠାରେ ଥିବା ପାଲିଙ୍କିରେ ବିଜେ ହୋଇ ଲକ୍ଷ୍ମୀଙ୍କ ଦେଉଳ ଜଗମୋହନରେ ପଡ଼ିଥିବା ଖଟଉପରେ ବିଜେ କରିବେ । ଏଠାରେ ମାଜଣା ଓ ଶୀତଳ ଭୋଗ ହୋଇ ବନ୍ଦାପନା କରାଯିବ । ମଧ୍ୟାହ୍ନ ଧୂପ ଉଠିଲେ ଲକ୍ଷ୍ମୀ ସିଂହାସନ ଉପରକୁ ବିଜେ କରିବେ । ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଏହି ଦିନ ମହାପ୍ରଭୁ ଆୟବ୍ୟୟର ହିସାବ ନେଇଥାନ୍ତି । ଶ୍ରୀଜଗନ୍ନାଥଙ୍କ ଭଣ୍ଡାର ରକ୍ଷକ ହେଉଛନ୍ତି ଶ୍ରୀ ଜମ୍ୱେଶ୍ୱର ମହାପ୍ରଭୁ । ମହାପ୍ରଭୁଙ୍କ ପ୍ରତିନିଧି ଭାବେ ଶ୍ରୀସୁଦର୍ଶନଦେବ ଏହି ଦାୟିତ୍ୱ ପାଳନ କରିଥାନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!