Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୫ ଓ ୨୬ ତାରିଖ ଦୁଇଦିନ ଧରି ପୁରୀ ନିଳାଦ୍ରୀ ବିଚରେ ଅଲ ଓଡିଶା ବିଚ କୁସ୍ତି ଚାମ୍ପିଅନସିପ୍ ଅନୁଷ୍ଠିତ ହେବ

by ସଞ୍ଜୟ ସ୍ୱାଇଁ
October 24, 2021
in Sports, State
୨୫ ଓ ୨୬ ତାରିଖ ଦୁଇଦିନ ଧରି ପୁରୀ ନିଳାଦ୍ରୀ ବିଚରେ ଅଲ ଓଡିଶା ବିଚ କୁସ୍ତି ଚାମ୍ପିଅନସିପ୍ ଅନୁଷ୍ଠିତ ହେବ
29
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଆସନ୍ତାକାଲି ଅର୍ଥାତ୍ ୨୫ ଓ ୨୬ ତାରିଖ ଦୁଇଦିନ ଧରି ପୁରୀ ନିଳାଦ୍ରୀ ବିଚରେ ଅଲ ଓଡିଶା ବିଚ କୁସ୍ତି ଚମ୍ପିୟନସିପ୍ ଅନୁଷ୍ଠିତ ହେବ। ଜିଲ୍ଲା ପ୍ରଶାସନ, ଜିଲ୍ଲା କ୍ରୀଡା ସଂସଦ, ଓଡିଶା କୁସ୍ତି ସଂଘ ଓ ଜିଲ୍ଲାର ସମସ୍ତ ଯାଗା ଓ ଆଖଡାର ମିଳିତ ଆନୁକୂଲ୍ୟରେ ଏହି ଚମ୍ପିୟନସିପ୍ ଅନୁଷ୍ଠିତ ହେବ। ଆସନ୍ତାକାଲି ଅପରାହ୍ନ ୪ଟା ଓ ୨୬ ତାରିଖ ସକାଳ ୭ ଘଟିକାରେ ଏହି ପ୍ରତିଯୋଗିତା ହେବ। ୧୨ ରୁ ୧୫, ୧୬ ରୁ ୧୮ ଏବଂ ୧୯ ବର୍ଷ ବୟସରୁ ଉର୍ଦ୍ଧ୍ବ ଉଭୟ ବାଳକ ଓ ବାଳିକା, ପୁରୁଷ ଓ ମହିଳା ବିଭାଗରେ ପ୍ରତିଯୋଗିତା ହେବ। ପ୍ରତ୍ୟେକ ବିଭାଗର ବିଜେତାଙ୍କୁ ୫ ହଜାର ଓ ରନର୍ସଙ୍କୁ ୩ ହଜାର ଟଙ୍କା ପୁରସ୍କାର ରାଶି ସହ ସ୍ପୋର୍ଟ୍ସ କିଟ ପ୍ରଦାନ କରାଯିବ। ସାରା ରାଜ୍ୟର ପ୍ରାୟ ୨୦୦ ପ୍ରତିଯୋଗୀ ଏଥିରେ ଭାଗ ନେବେ। ମ୍ୟାଚ ପରିଚାଳନା ପାଇଁ ୩୦ ଜଣ ଅଫିସିଆଲ ଓ ୨୦ ଜଣ ସ୍ବେଚ୍ଛାସେବୀ ନିୟୋଜିତ ହେବେ। ପୁରୀ ପ୍ରଶାସନ ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!