Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀ ବଡ଼ଦାଣ୍ଡରୁ କର୍ଫ୍ୟୁ ହଟାଯାଇ ଭକ୍ତଙ୍କୁ ଅବଢ଼ା ଯୋଗାଇବାର ସୁବନ୍ଦୋବସ୍ତ

by ସଞ୍ଜୟ ସ୍ୱାଇଁ
July 24, 2021
in State, Toursimi
ପୁରୀ ବଡ଼ଦାଣ୍ଡରୁ କର୍ଫ୍ୟୁ ହଟାଯାଇ ଭକ୍ତଙ୍କୁ ଅବଢ଼ା ଯୋଗାଇବାର ସୁବନ୍ଦୋବସ୍ତ
42
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ରଥଯାତ୍ରା ପରେ ପୁରୀ ବଡ଼ଦାଣ୍ଡରୁ କର୍ଫ୍ୟୁ କଟକଣାକୁ ହଟାଯାଇଛି । କର୍ଫ୍ୟୁ ସହିତ ସମସ୍ତ ପ୍ରକାର କଟକଣାକୁ ହଟାଇଛି ପ୍ରଶାସନ । ଫଳରେ ଶ୍ରୀମନ୍ଦିର ସାମ୍ନାରେ ଶ୍ରଦ୍ଧାଳୁଙ୍କ ଗହଳିଚହଳି ଲାଗିରହିଛି । ପତିତପାବନଙ୍କୁ ଦର୍ଶନ କରି ଆଶିଷ ନେଉଛନ୍ତି ଭକ୍ତ । ଏହା ସହ ତିନି ରଥରୁ ସାରଥୀ ଓ ଘୋଡା ଖୋଲାସରିଛି । ଆଜି ନୀଳାଚଳ ଅବଢ଼ା ପାଇଁ ଅବଢା ଯୋଗାଇବା ପାଇଁ ସୁବନ୍ଦୋବସ୍ତ କରାଯାଇଛି । କେବଳ ଉତ୍ତର ଦ୍ୱାରରେ ଟୋକନ ଜରିଆରେ ଶ୍ରଦ୍ଧାଳୁମାନେ ମହାପ୍ରସାଦ ପାଇବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!