Thursday, July 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ପର୍ୟ୍ୟଟକ

by ସଞ୍ଜୟ ସ୍ୱାଇଁ
October 19, 2021
in State
ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ପର୍ୟ୍ୟଟକ
109
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ । ଭାସିଗଲେ ଦୁଇ ପର୍ୟ୍ୟଟକ । ଚକ୍ରତୀର୍ଥ ରୋଡ୍ ହୋଟେଲ ପିଙ୍କ୍ ହାଉସ୍ ପଛପଟ ଓ କାମେଲିଆ ସମ୍ମୁଖ ସମୁଦ୍ରରେ ସ୍ନାନ କରୁଥିଲେ ଦୁଇ ଜଣ ପର୍ୟ୍ୟଟକ। ଅସାବଧାନତା ବଶତଃ ଉଭୟ ସମୁଦ୍ରରେ ଭାସିଯାଇଥିଲେ । ଅଗ୍ନିଶମ ବିଭାଗ ପକ୍ଷରୁ ଗୁରୁତର ଅବସ୍ଥାରେ ଜଣଙ୍କୁ ଉଦ୍ଧାର କରାଯାଇଛି । ହୋଟେଲ କାମେଲିଆ ସମ୍ମୁଖ ବେଳାଭୂମିରେ ପର୍ୟ୍ୟଟକ ଜଣଙ୍କ ସ୍ନାନ କରୁଥିବା ବେଳେ ତାଙ୍କ ପରିଚୟ ମିଳିପାରି ନାହିଁ । ଚିକିତ୍ସା ପାଇଁ ଗୁରୁତର ଅବସ୍ଥାରେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଅନ୍ୟ ଜଣେ ପର୍ୟ୍ୟଟକ ନିଖୋଜ ଅଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!