Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଗଷ୍ଟ ୧୬ ତାରିଖରୁ କୋଭିଡ କଟକଣା ସହିତ ସର୍ବସାଧାରଣଙ୍କ ପାଇଁ ଖୋଲାଯିବ ପୁରୀ ସ୍ୱର୍ଗଦ୍ୱାର

by ସଞ୍ଜୟ ସ୍ୱାଇଁ
August 14, 2021
in State, Toursimi
ଅଗଷ୍ଟ ୧୬ ତାରିଖରୁ କୋଭିଡ କଟକଣା ସହିତ ସର୍ବସାଧାରଣଙ୍କ ପାଇଁ ଖୋଲାଯିବ ପୁରୀ ସ୍ୱର୍ଗଦ୍ୱାର
36
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଅଗଷ୍ଟ ୧୬ ତାରିଖରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପୁରୀ ସ୍ୱର୍ଗଦ୍ୱାର । କୋଭିଡ କଟକଣା ସହିତ ଖୋଲାଯିବା ନେଇ ରହିଛି ସୂଚନା। ଏନେଇ ଆଜି ପୁରୀ ଉପଜିଲ୍ଲାପଳ ଭବତାରଣ ସାହୁ ସୂଚନା ଦେଇଛନ୍ତି। ପୁରୀ ବାହାର ଜିଲ୍ଲାର ଲୋକଙ୍କୁ ଶବଦାହ କରିବାକୁ ଅନୁମତି। କୋଭିଡ କଟକଣା ମଧ୍ୟରେ ସର୍ବାଧିକ ୧୦ ଜଣଙ୍କ ଉପସ୍ଥିତିରେ ଶବଦାହ କାର୍ୟ୍ୟ କରି ହେବ। ମୃତକଙ୍କ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ। ସପ୍ତାହାନ୍ତ ସଟ୍‌ଡାଉନରେ ମଧ୍ୟ ଶବଦାହ ହୋଇ ପାରିବ ବୋଲି ପୁରୀ ଉପଜିଲ୍ଲାପାଳ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!