Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲ୍‌ରୁ ଦୁଇ ବିଚାରାଧୀନ କଏଦୀ ଫେରାର

by ସଞ୍ଜୟ ସ୍ୱାଇଁ
April 7, 2024
in Crime, State
ଜେଲ୍‌ରୁ ଦୁଇ ବିଚାରାଧୀନ କଏଦୀ ଫେରାର
43
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): ଭବାନୀପାଟଣା ଜେଲ୍‌ରୁ ଦୁଇ ଜଣ ବିଚାରାଧୀନ କଏଦୀ ଫେରାର ହୋଇ ଯାଇଥିବା ସୂଚନା ମିଳିଛି। ଆଜି ସକାଳେ ଉଭୟେ ଜେଲ୍‌ରେ ନ ଥିବା ଜଣାପଡ଼ିଥିଲା। ବହୁ ଖୋଜାଖୋଜି କରି ସେମାନଙ୍କୁ ପାଇ ନ ଥିଲେ ଜେଲ୍‌ କର୍ତ୍ତୃପକ୍ଷ। ଫେରାର ବିଚାରାଧୀନ କଏଦୀମାନେ ହେଉଛନ୍ତି ସିକନ୍ଦର ଜାଲ ଓ ନୀଳମଣି ମାଝି। ସିକନ୍ଦର ନୂଆପଡ଼ା ଜିଲ୍ଲାର ହୋଇଥିବା ବେଳେ ନୀଳମଣି ଧର୍ମଗଡ ଅଞ୍ଚଳର ବୋଲି ଜଣାପଡ଼ିଛି। ସେମାନଙ୍କ ବିରୋଧରେ ପୋକ୍ସୋ ଆକ୍ଟରେ ମାମଲା ରୁଜୁ ହୋଇଥିବା ବେଳେ ବିଚାରାଧୀନ କଏଦୀ ଭାବେ ଜେଲ୍‌ରେ ଥିଲେ। ହେଲେ ସେମାନେ କିପରି ଓ କେତେବେଳେ ଫେରାର ହେଲା, ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!