Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଶ୍ନପତ୍ର ଲିକ୍ ମାମଲା, ରାଜ୍ୟ ବାହାରୁ ମାଷ୍ଟରମାଇଣ୍ଡକୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
July 27, 2023
in Crime, State
ଜେଇ ମେନ୍ ଲିଖିତ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣା, ମୁଖ୍ୟ କାର୍ପଟଦାର ଚିହ୍ନଟ, ବନ୍ଧା ହେବେ ଅନେକ
144
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): OSSC ଜେଇ ସିଭିଲ୍ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ମାଷ୍ଟରମାଇଣ୍ଡକୁ ଗିରଫ କଲା ପୋଲିସ । ରାଜ୍ୟ ବାହାରୁ ମାଷ୍ଟରମାଇଣ୍ଡକୁ ଗିରଫ କଲା ବାଲେଶ୍ୱର ପୋଲିସ । ମାଷ୍ଟରମାଇଣ୍ଡ ସମେତ ଅନ୍ୟ କିଛି ଲୋକଙ୍କୁ ରାଜ୍ୟ ବାହାରୁ ଧରିଛି ପୋଲିସ । ପୂର୍ବରୁ ଏହି ମାମଲାରେ ଦୀଘାରୁ ୯ ଜଣଙ୍କୁ ଗିରଫ କରିଥିଲା ପୋଲିସ । ତେବେ ଅପରାହ୍ନ ୪ଟାରେ ପ୍ରେସମିଟ୍ କରି ସବିଶେଷ ତଥ୍ୟ ରଖିବେ ବାଲେଶ୍ବର ଏସ୍‌ପି । ଖବର ଅନୁଯାୟୀ, କିଛି ଦିନ ତଳେ OSSC ଜେଇ ସିଭିଲ୍ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିଲା । ଯାହାଫଳରେ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା । ଏହାପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ପୂର୍ବରୁ ଏହି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ୯ ଜଣଙ୍କୁ ଗିରଫ କରିଥିଲା ପୋଲିସ । ସେମାନଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଥିଲା । ଆଉ ଏବେ ଏହି ଘଟଣାରେ ମାଷ୍ଟରମାଇଣ୍ଡଙ୍କୁ ଗିରଫ କରିଛି ପୋଲିସ । ରାଜ୍ୟ ବାହାରେ ମୁଖ୍ୟ ଅଭିଯୁକ୍ତ ଜଣଙ୍କୁ ଲୁଚିଥିବା ବେଳେ ତଦନ୍ତକାରୀ ଟିମ୍‌ ଏସଂପର୍କରେ ସୂଚନା ପାଇଥିଲା । ପରେ ରାଜ୍ୟ ବାହାରକୁ ଯାଇ ମୁଖ୍ୟ ଅଭିଯୁକ୍ତ ଗିରଫ କରିଛି । ଏହାସହିତ ମାଷ୍ଟରମାଇଣ୍ଡ ସମେତ ଅନ୍ୟ କିଛି ଲୋକଙ୍କୁ ରାଜ୍ୟ ବାହାରୁ ମଧ୍ୟ ଗିରଫ କରିଛି । ତେବେ ଏହି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ମଧ୍ୟ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ । ଅପରାହ୍ନରେ ହେବାକୁ ଥିବା ପ୍ରେସ୍‌ମିଟ୍‌ ବାଲେଶ୍ୱର ଏସ୍‌ପି ସବିଶେଷ ତଥ୍ୟ ଦେବେ ବୋଲି ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!