Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୨ବର୍ଷ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ୬୫ବର୍ଷ ବୟସ୍କ ବୃଦ୍ଧ ଗିରଫ

by ସଞ୍ଜୟ ସ୍ୱାଇଁ
July 2, 2022
in Crime, State
୧୨ବର୍ଷ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ୬୫ବର୍ଷ ବୟସ୍କ ବୃଦ୍ଧ ଗିରଫ
55
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ବୃଦ୍ଧ ଗିରଫ । ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅଞ୍ଚଳରେ ଘଟିଛି ଏଭଳି ଘଟଣା । ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅଞ୍ଚଳରେ ୧୨ବର୍ଷ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ୬୫ବର୍ଷ ବୟସ୍କ ବୃଦ୍ଧ ଗିରଫ । ନାବାଳିକା ଜଣଙ୍କ ଛେଳି ଚରାଇବାକୁ ଜଙ୍ଗଲକୁ ଯିବା ସମୟରେ ବୃଦ୍ଧ ଜଣଙ୍କ ବାରମ୍ବାର ଦୁଷ୍କର୍ମ କରିଥିଲେ । ଫଳରେ ନାବାଳିକା ଜଣଙ୍କ ଗର୍ଭବତୀ ହୋଇଥିଲେ । ପରେ ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!