Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶୌଚାଳୟରେ ନବ ବିବାହିତାଙ୍କୁ ଅସଦାଚରଣ, ଥାନାରେ ଅଟକ ବଙ୍ଗାଳୀ ଯୁବକ

by ସଞ୍ଜୟ ସ୍ୱାଇଁ
November 14, 2022
in Crime, State
ଶୌଚାଳୟରେ ନବ ବିବାହିତାଙ୍କୁ ଅସଦାଚରଣ, ଥାନାରେ ଅଟକ ବଙ୍ଗାଳୀ ଯୁବକ
110
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବୈଦ୍ୟନାଥପୁର ଥାନା ଲାଞ୍ଜିପଲ୍ଲୀ ସିଙ୍ଗି ବନ୍ଧ ନିକଟସ୍ଥ ଶୌଚାଳୟରେ ନବ ବିବାହିତାଙ୍କୁ ଅସଦାଚରଣ ଅଭିଯୋଗ । ଅସଦାଚରଣ ବେଳେ ଆକ୍ରମଣ କରିଥିବା ଜଣେ ବଙ୍ଗାଳୀ ଯୁବକଙ୍କୁ ନିସ୍ତୁକ ମାଡ ମାରିଛନ୍ତି ସ୍ଥାନୀୟ ଲୋକେ । ପରବର୍ତ୍ତୀ ସମୟରେ ସେହି ଯୁବକଙ୍କୁ ଲୋକମାନେ ପୋଲିସରେ ଜିମା ଦେଇଛନ୍ତି । ପୁଲିସ ବଙ୍ଗାଳୀ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରହିଛି । ଆଜି ସକାଳ ସମୟରେ ନବ ବିବାହିତା ମହିଳା ଶୌଚ ପାଇଁ ଶୌଚାଳୟକୁ ଯାଇଥିବା ବେଳେ ଜଣେ ବଙ୍ଗାଳୀ ଯୁବକ ଜଣକ ଶୌଚାଳୟକୁ ଯାଇ ସେହି ମହିଳାଙ୍କୁ ଅସଦାଚରଣ କରିଥିଲେ । ମହିଳା ଜଣକ ପାଟି କରିବାକୁ ଯୁବକ ଜଣକ ତାଙ୍କୁ ଆକ୍ରମଣ ମଧ୍ୟ କରିବାକୁ ପଛାଇ ନଥିଲେ । ଯାହାଫଳରେ ମହିଳାଙ୍କ ପାଟିରୁ ରକ୍ତ ବାହାରିଥିଲା । ପରେ ମହିଳା ଜଣଙ୍କ ଚିତ୍କାର କରିବାରୁ ସେଠାରେ ଉପସ୍ଥିତ ଲୋକମାନେ ସଂପୃକ୍ତ ଯୁବକଙ୍କୁ କାବୁ କରିଥିଲେ । ଏପରିକି ଲୋକମାନେ ସେହି ଯୁବକଙ୍କୁ ଏକ କୋଠରୀ ଘରେ ରଖି ମାଡ ମଧ୍ୟ ମାରିଥିଲେ । ବଙ୍ଗାଳୀ ଯୁବକ ଅସଦାଚରଣ ସହ ଆକ୍ରମଣ କରିଥିବା ଜଣାପଡ଼ିବା ପରେ ପୁଲିସ ତାଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି । ବଙ୍ଗାଳୀ ଯୁବକ ଜଣକ କେଶବ ନଗର ଠାରେ ଏକ ଘରର କାମ କରିବାକୁ ଆସିଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!