Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାହୁଲ ହେବେ କି କଂଗ୍ରେସ୍ ଅଧ୍ୟକ୍ଷ !

by ସଞ୍ଜୟ ସ୍ୱାଇଁ
January 21, 2021
in NATIONAL NEWS
ରାହୁଲ ହେବେ କି କଂଗ୍ରେସ୍ ଅଧ୍ୟକ୍ଷ !
85
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବା ।ର୍): ଲୋକସଭା ନିର୍ବାଚନରେ ପରାଜୟ ପରେ ପରେ ରାହୁଲ ଗାନ୍ଧି ଅଧ୍ୟକ୍ଷ ପଦରୁ ଇସ୍ତପା ଦେଇଥିଲେ । କଂଗ୍ରେସ କାର୍ଯ୍ୟସମିତି ତାଙ୍କ ଇସ୍ତପାକୁ ଗ୍ରହଣ କରି ସୋନିଆ ଗାନ୍ଧିଙ୍କୁ ଅନ୍ତରୀଣ ଅଧ୍ୟକ୍ଷର ଦାୟୀତ୍ୱ ପ୍ରଦାନ କରାଯାଇଥିଲା । ଦଳର ଅଧିକାଂଶ ସଦସ୍ୟ ରାହୁଲ ଗାନ୍ଧିକୁ ପୁଣି ଥରେ ଅଧ୍ୟକ୍ଷ କରିବାକୁ ଦାବି କରୁଥିବା ନେଇ ଚର୍ଚ୍ଚା ହେଉଛି । ତେବେ ଏହି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡିବାର ସମୟ ଆସିଛି । ତେଣୁ ଏନେଇ ଜାନୁୟାରୀ ୨୨ତାରିଖରେ କଂଗ୍ରେସ କାର୍ଯ୍ୟସମିତି ବୈଠକ ଡକାଯାଇଛି । ଉକ୍ତ ବୈଠକରେ କଂଗ୍ରେସର ଅଧ୍ୟକ୍ଷ ପଦ ନିର୍ବାଚନ ପ୍ରକ୍ରିୟା ଏବଂ କାର୍ଯ୍ୟକ୍ରମ ଉପରେ ଆଲୋଚନା ହେବ ଏବଂ କୃଷକ ଆନ୍ଦୋଳନ, ସଂସଦର ବଜେଟ୍ ଅଧିବେଶନ ନେଇ ରଣନୀତି ପ୍ରସ୍ତୁତି କରାଯିବ ବୋଲି ଚର୍ଚ୍ଚା ହେଉଛି । ଜଣେ ବରିଷ୍ଠ କଂଗ୍ରେସ ନେତାଙ୍କ କହିବା ଅନୁସାରେ, ଏହା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ସିଡବ୍ଲ୍ୟୁସିର ଅଧ୍ୟକ୍ଷ ପଦ ନିର୍ବାଚନ କାର୍ଯ୍ୟକ୍ରମ ଉପରେ ମୋହର ଲଗାଇବା ପରେ, କେବେ ଏବଂ କେଉଁ ଦିନ ସିଡବ୍ଲ୍ୟୁସିର ନିର୍ବାଚନ ହେବ, ତାହାର ତାରିଖ ଘୋଷଣା ହୋଇପାରେ ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!