Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲ୍ ଭିତରେ ଭୋଜିର ଆସର

by ସଞ୍ଜୟ ସ୍ୱାଇଁ
April 18, 2021
in State
ଜେଲ୍ ଭିତରେ ଭୋଜିର ଆସର
519
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଜେଲ ଭିତରେ ଚାଲିଥିଲା ଭୋଜିର ମସ୍ତି । ପ୍ରତିଦିନ କଏଦୀଙ୍କ ମଧ୍ୟରେ ଜମୁଥିଲା ଭୋଜି ଭାତର ଆସର । ଆଉ ଏଥିରେ ସହାୟତା କରୁଥିଲେ ଜେଲର କିଛି କର୍ମଚାରୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଜୟପୁର ଉପକାରାଗାରରେ । ସୂଚନାନୁସାରେ, ଜୟପୁର ଉପକାରାଗରରେ କଏଦୀ ମାନଙ୍କର ଭୋଜିଭାତର ଆସର ଜମୁଥିବାବେଳେ ଏଥିରେ ଜେଲ୍ର କର୍ମଚାରୀମାନେ ସହଯୋଗ କରୁଥିବା ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତି କରି କୋରାପୁଟ ଏସପିଙ୍କ ନେତୃତ୍ୱରେ ଜୟପୁର ଉପଜିଲ୍ଲାପାଳଙ୍କ ସମେତ ଏକ ଟିମ୍ ଆଜି ଭୋର ୪ଟା ସମୟରେ ଚଢ଼ାଉ କରିଥିଲେ । ଏହି ସମୟରେ କଏଦୀଙ୍କ ଠାରୁ ନଗଦ ୧୮ ହଜାର ଟଙ୍କା ସହ ଗୋଟିଏ ମୋବାଇଲ ଫୋନ, ଅନେକ ରୋଶେଇ ଉପକରଣ ଓ ବ୍ୟାୟାମ ଉପକରଣ ଜବତ କରାଯାଇଛି । ତେବେ ଏନେଇ କାର୍ଯ୍ୟାନୁଷ୍ଠାନ ପାଇଁ ଉଚ୍ଚ କତ୍ତୃପକ୍ଷଙ୍କୁ ରିପୋର୍ଟ ଦିଆଯିବ ବୋଲି କୋରାପୁଟ ଏସପି କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!