Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୧ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ

by ସଞ୍ଜୟ ସ୍ୱାଇଁ
September 11, 2023
in Crime, State
୧୧ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ
158
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଅନୁଗୁଳ ଜିଲ୍ଲା ଅବକାରୀ ବିଭାଗକୁ ବଡ଼ ସଫଳତା। ବ୍ରାଉନସୁଗର ବେପାର କରିବାକୁ ଗରାଖ ଅପେକ୍ଷାରେ ଥିବା ବେଳେ ଜଣେ ବେପାରୀକୁ ମାଡି ବସିଛି ଅବକାରୀ ଟିମ୍। ଯାଞ୍ଚ୍ ବେଳେ ତା ନିକଟରୁ ୧୧୦ ଗ୍ରାମ ବ୍ରାଉନସୁଗର ଜବତ କରାଯାଇଛି । ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ କୁକୁଡାଙ୍ଗ ଗ୍ରାମର ସରୋଜ ପ୍ରଧାନ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, ନାଲକୋନଗର ଥାନା କୁକୁଡାଙ୍ଗ ଗାଁର ସରୋଜ ପ୍ରଧାନ ବ୍ରାଉନସୁଗର ଧରି ଗ୍ରାହକ ଅପେକ୍ଷାରେ ଥିବା ଅବକାରୀ ବିଭାଗ ସୂଚନା ପାଇଥିଲା । ଅବକାରୀ ବିଭାଗ ଘଟଣା ସ୍ଥଳରର ପହଞ୍ଚି ସରୋଜକୁ କାବୁ କରି ନେଇଥିଲେ । ଏହା ସହ ତା ନିକଟରୁ ୧୧୦ ଗ୍ରାମର ବ୍ରାଉନସୁଗର ଜବତ କରିଥିଲା। ଜବତ ହୋଇଥିବା ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ପ୍ରାୟ ୧୧ ଲକ୍ଷ ହେବ ବୋଲି ଅବକାରୀ ଅଧିକ୍ଷକ ମଧୁସ୍ମିତା ନାୟକ ସୂଚନା ଦେଇଛନ୍ତି । ସରୋଜକୁ ପଚରାଉଚରା କରାଯିବା ସହ ଅଧିକ ତଦନ୍ତ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!