Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ପୋଲିସ

by ସଞ୍ଜୟ ସ୍ୱାଇଁ
December 14, 2023
in Crime, State
ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ପୋଲିସ
65
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ୯ ଲକ୍ଷ ଟଙ୍କାର ଗଞ୍ଜେଇ ବୋଝେଇ କାର ଜବତ ମାଫିଆ ଫେରାର । ଜାଲାପୁଟ ଅଞ୍ଚଳରୁ ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ିବସିଲା ଲମତାପୁଟ ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ ଲମତାପୁଟ ପୋଲିସ କଡ୍ରି ଗ୍ରାମରେ ନାକା ବନ୍ଦୀ କରିଥିଲା । ଦ୍ରୁତ ଗତିରେ ଆସୁଥିବା କାର ଅଟକାଇବାରୁ ବ୍ୟାରିକେଡ୍ ଭାଙ୍ଗି ଫେରାର ହୋଇଯାଇଥିଲା । ପୋଲିସ ପିଛା କରିବା ଦେଖି ଲିମାପୁଟ ଗ୍ରାମ ନିକଟ ଜଙ୍ଗଲ ପାଖରେ ଗାଡି ଛାଡି ଚମ୍ପଟ ମାରିଥିଲା ଡ୍ରାଇଭର । ପୋଲିସ ଗାଡିକୁ ଯାଞ୍ଚ କରିବାରୁ ପ୍ରାୟ ୯୦ କେଜି ଗଞ୍ଜେଇ ବାହାରି ଥିଲା । ଏହି ଗଞ୍ଜେଇର ମୂଲ୍ୟ ୯ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି । ଗାଡିର ନମ୍ୱରକୁ ଆଧାର କରି ଗାଡି ମାଲିକ ନାମରେ NDPS ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ଲମତାପୁଟ ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!