Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୧୪ରୁ ବର୍ଷା ବଢ଼ିବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି

by ସଞ୍ଜୟ ସ୍ୱାଇଁ
October 10, 2021
in State
ରାଜ୍ୟରେ ୧୪ରୁ ବର୍ଷା ବଢ଼ିବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି
81
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣିବଳୟ ଲଘୁଚାପରେ ପରିଣତ ହେବ । ଲଘୁଚାପ ଘନୀଭୂତ ହୋଇ ଅବପାତ (ଡିପ୍ରେସନ୍‌) ରୂପ ନେବ । ଉତ୍ତର ପଶ୍ଚିମ ଦିଗରେ ଗତି କରି ୪/୫ ଦିନରେ ଏହା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବ । ଫଳରେ ରାଜ୍ୟରେ ୧୪ରୁ ବର୍ଷା ବଢ଼ିବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ସେହିପରି ଦକ୍ଷିଣ-ପଶ୍ଚିମ ମୌସୁମୀ ଗୁଜରାଟ ଓ ଛତିଶଗଡ଼ର କିଛି ଅଞ୍ଚଳ, ମଧ୍ୟପ୍ରଦେଶ, ବିହାର ଓ ଝାଡ଼ଖଣ୍ଡର ଅଧିକାଂଶ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିଛି । ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ମହାରାଷ୍ଟ୍ର, ଓଡ଼ିଶା ଓ ପଶ୍ଚିମବଙ୍ଗର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ସୂଚନା ଦେଇଛନ୍ତି ।ଅପରପକ୍ଷେ, ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ.ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଏବେ ରାଜ୍ୟରେ ଖରା ପାଗ ରହିବ । କାଁ ଭାଁ ବର୍ଷା ହେବ । ୧୨ ପରେ ଲଘୁଚାପ ସ୍ଥିତି ସ୍ପଷ୍ଟ ହେବ ବୋଲି ଡ. ସାହୁ ଆକଳନ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!