Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

by ସଞ୍ଜୟ ସ୍ୱାଇଁ
June 13, 2021
in Nayagarh
ନୟାଗଡ଼ ସମେତ ୧୯ ଜିଲ୍ଲାକୁ କାଳବୈଶାଖୀ, ବର୍ଷା ସହ ବଜ୍ରପାତର ସମ୍ଭାବନା
197
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ରହିଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢ଼େଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଖୋର୍ଧା ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!