Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

by ସଞ୍ଜୟ ସ୍ୱାଇଁ
June 18, 2021
in Feature News
୪ ଦିନ ପରେ ମୌସୁମୀ ଛୁଇଁବ କେରଳ
254
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ବରଗଡ଼ ଓ ବାଲେଶ୍ବର ଆଦି ରହିଛି। ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ କୁହାଯିବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆଗାମୀ ଦୁଇଦିନ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏହାପରେ ପୁଣି ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱା‌ର୍ଣ୍ଣିଂ ଜାରି କରାଯାଇଛି। ୨୩ ତାରିଖ ପରେ ପାଗମୁଖ୍ୟତଃ ଶୁଖିଲା ରହିବ।ବର୍ତ୍ତମାନ ସୁଦ୍ଧା ଭବାନୀପାଟଣାରେ ୩୩ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୮.୦ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!