Friday, July 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଗାମୀ ୨ ଦିନ ଛେଚିବ

by ସଞ୍ଜୟ ସ୍ୱାଇଁ
June 19, 2021
in Literature, State
ଆଗାମୀ ୨ ଦିନ ଛେଚିବ
275
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ବିହାରରେ ଲୋ ପ୍ରେସର ଥିବାରୁ ଆଗାମୀ ୨ ଦିନ ପର୍ୟ୍ୟନ୍ତ ବର୍ଷା ହେବ । ଘଡଘଡି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ପ୍ରାୟ ସମସ୍ତ ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇଛି । ବାଲେଶ୍ୱର ଜିଲ୍ଲା ନୀଳଗିରିରେ ରାଜ୍ୟର ସର୍ବାଧିକ ବର୍ଷା ୬୭.୦ମିମି ରେକର୍ଡ ହୋଇଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇଛି । ବର୍ଷାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!