Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ୨୭ ଜିଲ୍ଲାରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା

by ସଞ୍ଜୟ ସ୍ୱାଇଁ
April 9, 2021
in Feature News
ଆଜି ୨୭ ଜିଲ୍ଲାରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା
303
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):  ରାଜ୍ୟର ଅଧିକାଂଶ ଅଞ୍ଚଳରେ ଗତକାଲି ସନ୍ଧ୍ୟାରୁ ରାତି ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ପବନ ହୋଇଯିବା ପରେ ଆଜି ରାଜ୍ୟରେ ତାତିିର ପ୍ରକୋପ କିଛିଟା କମ ରହିଛି। ଏହି ପରିପ୍ରେକ୍ଷୀରେ ଆଜି (ଶୁକ୍ରବାର) ଅପରାହ୍ନରୁ ଆସନ୍ତାକାଲି (ଶନିବାର) ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ୨୭ଟି ଜିଲ୍ଲାରେ ମଧ୍ୟମ ବର୍ଷା ଓ କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଜାରି ସତର୍କ ସୂଚନା ମୁତାବକ ଆଜି (ଶୁକ୍ରବାର) ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡା, କାନ୍ଧମାଳ ଓ କେନ୍ଦୁଝର ଜିଲ୍ଲାର ଅଳ୍ପ କିଛି ସ୍ଥାନରେ ହାଲୁକା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ମୟୂରଭଞ୍ଜ, ସୁନ୍ଦରଗଡ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!