Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ ଯାଏଁ ପ୍ରବଳ ବର୍ଷିବ: ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

by ସଞ୍ଜୟ ସ୍ୱାଇଁ
July 1, 2021
in Literature, State
୩ ଯାଏଁ ପ୍ରବଳ ବର୍ଷିବ: ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
324
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ଆସନ୍ତା ୩ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୧ ଟି ଜିଲ୍ଲାରେ ବଜ୍ରପାତ ସହ ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଲାଗି ସମ୍ପୃକ୍ତ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର , କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ , ଗଂଜାମ , ଗଜପତି,କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି , କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼ ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ସେହିପରି ଜୁଲାଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ମଧ୍ୟରେ କୋରାପୁଟ,ମାଲକାନଗିରି ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, ଢେଙ୍କାନାଳ, ଅନୁଗୁଳ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି,କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରାତ ସହ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ପାଣିାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!