Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏହି ସବୁ ଜିଲ୍ଲାମାନଙ୍କରେ ହୋଇପାରେ ଝଡ-ବର୍ଷା

by ସଞ୍ଜୟ ସ୍ୱାଇଁ
April 10, 2021
in Feature News
ଆଜି ୨୭ ଜିଲ୍ଲାରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା
415
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): କାଳବୈଶାଖୀ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଝଡ ସହ ବର୍ଷା ହୋଇପାରେ | ପାଣିପାଗ ବିଭାଗର ସୂଚନା ମୁତାବକ ଆଜି ଠାରୁ ଆସନ୍ତାକାଲି(୧୧.୦୪.୨୦୨୧) ମଧ୍ୟରେ କନ୍ଧମାଳ, ନୟାଗଡ, ଗଞ୍ଜାମ, ଖୋର୍ଦ୍ଧା, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ,ଦେବଗଡ, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ଝଡ-ବର୍ଷା ହୋଇପାରେ | ସେହିପରି ଆସନ୍ତା ୧୧ ତାରିଖଠାରୁ ୧୨ ତାରିଖ ସକାଳ ୮ଟା ୩୦ ମଧ୍ୟରେ କନ୍ଧମାଳ,ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ଗଞ୍ଜାମ, ଗଜପତି, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଢେଙ୍କାନାଳ, କଟକ, କେଉଁଝର, ମୟୁରଭଞ୍ଜରେ ଝଡ-ବର୍ଷା ହୋଇପାରେ |

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!