Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଗାମୀ ୫ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା

by ସଞ୍ଜୟ ସ୍ୱାଇଁ
May 29, 2021
in Feature News
ଆଗାମୀ ୫ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା
236
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଧା ଓ ମୟୁରଭଞ୍ଜ ରହିଛି। ସେହିପରି ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା,କନ୍ଧମାଳ,ବୌଦ୍ଧ,କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ରାଜ୍ୟର କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ମାଲକାନଗିରି, କରୋପୁଟ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ୩୦ରୁ ୩୧ ତାରିଖ ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ୧ରୁ ୨ ତାରିଖ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,ରାୟାଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼,ସମ୍ବଲପୁର, ଅନୁଗୁଳ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହିତ ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଅଛି। ସେଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!