Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଜରେ ଭିଜିବ ଓଡ଼ିଶା, ପୁଣି ମୈାସୁମୀ ସକ୍ରିୟ

by ସଞ୍ଜୟ ସ୍ୱାଇଁ
June 10, 2025
in Feature News
ରଜରେ ଭିଜିବ ଓଡ଼ିଶା, ପୁଣି ମୈାସୁମୀ ସକ୍ରିୟ
104
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଏଥର ମେଘୁଆ ପାଗରେ ରଜ ଉତ୍ସବ ପାଳିବେ ରାଜ୍ୟବାସୀ । କାଲିଠୁ ସପ୍ତାହେ ଧରି ଭିଜିବ ଓଡ଼ିଶା । ପୁଣି ମୌସୁମୀ ସ୍ରକିୟ ହେବାନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । କିଛିଦିନ ଖରା ଗରମ ତାତିରେ ଲୋକେ ହନ୍ତସନ୍ତ ହେଉଥିବା ବେଳେ ଏବେ ତ୍ରାହି ମିଳିବ । ରାଜ୍ୟର ବିଭିନ୍ନ ଜିଲ୍ଲା ମାନଙ୍କରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଥିବା ବେଳେ ଆଗାମୀ ୨୪ ଘଣ୍ଟା ଯାଏଁ କିନ୍ତୁ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ ଗୁଳୁଗୁଳି ରହିବ । ହେଲେ ୨୪ ଘଣ୍ଟା ପରେ ଗୁଳୁଗୁଳିରୁ ମିଳିବ ମୁକ୍ତି । ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଓ ଯାଜପୁର, କେନ୍ଦ୍ରାପଡା, ଜଗତ୍ସିଂହପୁର, ଖୋର୍ଦ୍ଧା ସହିତ ଅନ୍ୟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ବିଭାଗ । ସେହି ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ବିଜୁଳି ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ତେବେ କାଲି ପରଠୁ ରାଜ୍ୟରେ ପୁଣି ମୌସୁମି ସକ୍ରିୟ ହେବ ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!