Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁନ୍ ୧ ଯାଏଁ ପ୍ରବଳ ବର୍ଷା

by ସଞ୍ଜୟ ସ୍ୱାଇଁ
May 27, 2025
in State
ଜୁନ୍ ୧ ଯାଏଁ ପ୍ରବଳ ବର୍ଷା
109
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚଳିତ ବର୍ଷ ସଅଳ ଓଡ଼ିଶା ଛୁଇଁବ ମୌସୁମୀ । ଏହାର ପଥକୁ ସୁଗମ କରିବ ଲଘୁଚାପ । ଆଜି ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାରର ପ୍ରଭାବରେ ୨୯ ରୁ ୧ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ସତର୍କ କରିଛି କେନ୍ଦ୍ର । ଲଘୁଚାପ ସକ୍ରିୟ ହେବାଦ୍ବାରା ମୌସୁମୀ ଅଗ୍ରସର ହେବାକୁ ଅଧିକ ବଳ ଯୋଗାଇବ । ସେପଟେ ରାଜ୍ୟରେ କାଳବୈଶାଖୀ ସହ ପ୍ରାକ ମୌସୁମୀ ବର୍ଷା ଜାରି ରହିଛି । ଏଥିପାଇଁ ୧୧ ଜିଲ୍ଲାକୁ ୟେଲୋ ବର୍ଣ୍ଣିଙ୍ଗ ଜାରି କରାଯାୟଇଛି । ଏହିସବୁ ଜିଲ୍ଲାରେ ୩୦ ରୁ ୪୦ କିମି ଝଟକା ପବନ ବହିବାର ସମ୍ଭାବନା ରହିଛି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!