Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତଥାପି ଫିକା ନୁହେଁ, ବିଭିନ୍ନ ସ୍ଥାନରେ ରଜ ପାଳିତ

by Anil Panda
June 14, 2020
in Lifestyle
ତଥାପି ଫିକା ନୁହେଁ, ବିଭିନ୍ନ ସ୍ଥାନରେ ରଜ ପାଳିତ
22
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କରୋନା ମହାମାରୀରେ ରଜ ପାଳନକୁ ନେଇ କଟକଣା ଲାଗିଥିବା ବେଳେ ପର୍ବ ଫିକା ପଡ଼ିବ ବୋଲି ଆକଳନ କରାଯାଉଥିଲା । ସଟ୍‌ଡାଉନ୍ ଥିବାରୁ ଜିଲ୍ଲାରେ ଏଥର ରଜପର୍ବ ସଂମ୍ପୂର୍ଣ୍ଣ ଫିକା ହେବାର ସମ୍ଭାବନା ଥିଲା । ମାତ୍ର ରହପର୍ବକୁ ଅନେକ ଲୋକ ଘର ଭିତରେ ପାଳନ କରିଥିବା ବେଳେ କେତେକ ସ୍ଥାନରେ ସାମାଜିକ ଦୂରତା ରକ୍ଷା କରାଯାଇ ଦୋଳି ଖେଳ ହେବା ସହ ରଜ ପାଳନ ଚାଲିଥିବା ଜଣାଯାଇଛି । ଏଥିସହିତ ରଜକୁ ନେଇ ଯେଉଁ ପରମ୍ପରା ରହିଛି ତାକୁ ଘରେ ଘରେ ପାଳନ କରାଯାଉଥିବା ଜଣାଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!