Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶରଣକୁଳରେ ଗଡ଼ିଲା ରାଜସ୍ୱ ରଥ

by ସଞ୍ଜୟ ସ୍ୱାଇଁ
June 18, 2021
in Nayagarh
ଶରଣକୁଳରେ ଗଡ଼ିଲା ରାଜସ୍ୱ ରଥ
265
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ତହସିଲ୍ ଅନ୍ତର୍ଗତ ଶରଣକୁଳରେ ଗଡ଼ିଲା ରାଜସ୍ୱ ରଥ । ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ର ଅଧକ୍ଷ ସତ୍ୟ ନାରାୟଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁକ୍ରବାର ଏହାର ଶୁଭାରମ୍ଭ କରିଛନ୍ତି । ଶରଣକୁଳ ଓ ଗୋଡ଼ିପଡ଼ା ଅଞ୍ଚଳରେ ଥିବା ଅଠର ଗୋଟି ପଞ୍ଚାୟତ ବିଭିନ୍ନ ଗ୍ରାମର ଜନସାଧାରଣଙ୍କୁ ରାଜସ୍ୱ ବିଭାଗର ସମସ୍ତ ପ୍ରକାରର ସେବା ଘରେ ପହଞ୍ଚାଇବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଓଡ଼ଗାଁ ତହସିଲଦାର ବିଜୟୀତା ସାମନ୍ତସିଂହାର, ରାଜସ୍ୱ ନିରିକ୍ଷକ ଇଷତ୍ ମଲ୍ଲିକ, ଶରଣକୁଳ ଥାନା ଅଧିକାରୀ ପୁର୍ଣ୍ଣଚନ୍ଦ୍ର ପଟ୍ଟାୟତ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!