Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ୭୪ ତମ ସ୍ବାଧୀନତା ଦିବସ

by Anil Panda
August 15, 2020
in Feature News, Nayagarh
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ୭୪ ତମ ସ୍ବାଧୀନତା ଦିବସ
315
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ ସାମନ୍ତମାର୍ଗ ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ ପ୍ରାଙ୍ଗଣରେ ୭୪ତମ ସ୍ବାଧୀନତା ଦିବସ ବିଦ୍ଯାଳୟର ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ପାଳିତ ହୋଇଯାଇଛି। ସାମାଜିକ ଦୂରତାକୁ ରକ୍ଷା କରି ଏହି ଉତ୍ସବ ପାଳନ ହୋଇଥିବା ବେଳେ ମୁଖ୍ଯ ଅତିଥି ଭାବେ ଶିକ୍ଷାବିତ୍ ହରିହର ପାତ୍ର ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ପ୍ରଦାନ କରିଥିଲେ। ଦେଶ ସ୍ବାଧୀନତା ପ୍ରାପ୍ତ ହେଲାବେଳେ ଆମକୁ ଆମ ସ୍କୁଲର ଶିକ୍ଷକ ମାନେ ଗାନ୍ଧୀ ବୁଢ଼ା ପାଇଁ ଦେଶ ସ୍ବାଧୀନତା ପାଇଲାବୋଲି କହୁଥିଲେ।ଆଜି କରୋନା ମହାମାରୀ ସଂକଟ ସମୟରେ ଦେଶଜାତି ପାଇଁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ବୋଲି ମଧ୍ଯ କହିଥିଲେ। ଏହି କାର୍ଯ୍ୟକ୍ରମରେ ୧୦ ଜଣ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!