Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଣପୁରର ବିଭିନ୍ନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଲେ ବାଚସ୍ପତି

by ସଞ୍ଜୟ ସ୍ୱାଇଁ
June 3, 2025
in State
ରଣପୁରର ବିଭିନ୍ନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଲେ ବାଚସ୍ପତି
82
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ବର୍ତ୍ତମାନ ରଣପୁର ଅଞ୍ଚଳରେ ପ୍ରାୟ ୧୮ ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଚାଲୁଅଛି । ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଏହି ପ୍ରକଳ୍ପ ଗୁଡ଼ିକର ସ୍ଥିତି ଅନୁଧ୍ୟାନ କରିବା ପାଇଁ ଆଜି ଉକ୍ତ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ସମସ୍ତ ଜାଗା ବୁଲି ପର୍ଯ୍ୟବେକ୍ଷଣ କରିଥିଲେ | ଏହି ସମୟରେ ବାଚସ୍ପତିଙ୍କ ସହିତ କ୍ଷୁଦ୍ର ଜଳସେଚନ ର ଅଧିକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ | ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ କିଭଳି ତ୍ୱରାନ୍ୱିତ ହେବ ଏବଂ ବର୍ଷା ଦିନ ପୂର୍ବରୁ କିଭଳି ଏହି ପ୍ରକଳ୍ପ କାର୍ଯ୍ୟ ଶେଷ କରାଯିବ ସେଥିପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ଖଣ୍ଡିସି ବାଉଁଶିଆ ନାଳ ଚେକ୍ ଡ୍ୟାମ୍ , ୱାଇଁଲୋ ଘିଡିଘିଡ଼ିଆ ନାଳ ଚେକ୍ ଡ୍ୟାମ୍ , ତେନ୍ତୁଳି ପୁଟ ଚେକ୍ ଡ୍ୟାମ୍, ଭଗବତୀ ବନ୍ଧ ଚେକ୍ ଡ୍ୟାମ୍ ଏବଂ ଅନ୍ୟ ଚେକ୍ ଡ୍ୟାମ୍ ଗୁଡ଼ିକ କାର୍ଯ୍ୟ ସ୍ଥିତି ପରଖିଥିଲେ ।ଏହି ଚେକ୍ ଗୁଡ଼ିକ କାର୍ଯ୍ୟକ୍ଷମ ହେଲେ ସ୍ଥାନୀୟ ଚାଷୀମାନେ ଉପକୃତ ହେବେ । ବାଚସ୍ପତି ଏହି ପ୍ରକଳ୍ପ ଗୁଡ଼ିକ ପରିଦର୍ଶନ କରିବା ସମୟରେ ତାଙ୍କ ସହିତ ପ୍ରଫୁଲ୍ଲ ମହାପାତ୍ର,ପରେଶ ମିଶ୍ର, ନିର୍ମଳ ମତ୍ତଗଜସିଂହ, ଭରତ ରଣସିଂହ, ଅଭିଷେକ ସାମନ୍ତରାୟ, ଗଣେଶ୍ୱର ମାନ୍ଧାତା, ଭାସ୍କର ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!