Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳା ଡାକ୍ତରଙ୍କୁ ବଳାତ୍କାର

by ସଞ୍ଜୟ ସ୍ୱାଇଁ
June 30, 2021
in Crime, State
ମହିଳା ଡାକ୍ତରଙ୍କୁ ବଳାତ୍କାର
492
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଖାଦ୍ୟ ପାର୍ସଲ ଦେବାକୁ ଆସିଥିବା ହୋଟେଲ ମାଲିକଙ୍କ ପୁଅ ଦ୍ୱାରା ବଳାତ୍କାରର ଶିକାର ହେଲେ ମହିଳା ଡାକ୍ତର । ଏପରି ଅଭାବନୀୟ ଘଟଣା ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ଅଂଚଳରେ ସୋମବାର ରାତିରେ ଘଟିଛି। ଛେଣ୍ଡିପଦା ଥାନା ଅଂଚଳର ଜନୈକା ଡାକ୍ତରାଣୀ ମେଡିକାଲ କ୍ୱାଟର୍ସରେ ନିଜ ୨ ଭାଇଙ୍କ ସହ ରହୁଥିଲେ। ସୋମବାର ରାତି ପ୍ରାୟ ୧୨ଟା ସମୟରେ ଛେଣ୍ଡିପଦା ଅଞ୍ଚଳର ଏକ ହୋଟେଲ ମାଲିକଙ୍କ ପୁଅ ମହିଳା ଡାକ୍ତରଙ୍କ ସରକାରୀ ବାସଭବନକୁ ଖାଇବା ପାର୍ସଲ ଦେବାକୁ ଯାଇଥିଲେ। ସେତେବେଳେ ମହିଳା ଡାକ୍ତରଜଣକ ଏକୁଟିଆ ଥିଲେ। ଏହାଦେଖି ଯୁବକଜଣକ ଅଶାଳୀନ ବ୍ୟବହାର କରିଥିଲେ । ଡାକ୍ତରଜଣକ ଏହାର ପ୍ରତିବାଦ କରିବାରୁ ଯୁବକଜଣକ ଘର ଭିତରକୁ ନେଇ ଯାଇ ତାଙ୍କୁ ଜବରଦସ୍ତି ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ମହିଳା ଡାକ୍ତର । ପରେ ମହିଳା ଡାକ୍ତରଙ୍କ ୨ ଭାଇ ପହଂଚିବାରୁ ସେଠାରୁ ଚମ୍ପଟ ମାରିଥିଲେ ସମ୍ପୃକ୍ତ ହୋଟେଲ ମାଲିକ ପୁଅ । ଏନେଇ ମହିଳା ଡାକ୍ତରଜଣକ ଛେଣ୍ଡିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ୍‌ ସମ୍ପୃକ୍ତ ହୋଟେଲ ମାଲିକଙ୍କ ପୁଅକୁ ଅଟକ ରଖି ପଚରାଉଚରା କରୁଥିବା ବେଳେ ପୀଡ଼ିତାଙ୍କୁ ଡାକ୍ତରୀ ମାଇନା ପାଇଁ ପଠାଯାଇଥିବା ଅନୁଗୋଳ ଏସ୍‌ପି ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!