Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଷ୍କର୍ମ ପରେ ହତ୍ୟା କରି ଯୁବତୀଙ୍କୁ ଖଜୁରୀ ଡାଳ ଘୋଡେଇ ଦୁର୍ବୁତ୍ତ ଫେରାର

by ସଞ୍ଜୟ ସ୍ୱାଇଁ
July 24, 2021
in Crime, State
ଦୁଷ୍କର୍ମ ପରେ ହତ୍ୟା କରି ଯୁବତୀଙ୍କୁ ଖଜୁରୀ ଡାଳ ଘୋଡେଇ ଦୁର୍ବୁତ୍ତ ଫେରାର
191
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଅନୁଗୁଳ ଫୁଲପଡାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଉକ୍ତ ପଞ୍ଚାୟତର ରାଜନାଳି ନିକଟସ୍ଥ ଏକ ନାଳ ପାଖରେ ଜଣେ ଯୁବତୀଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ଯୁବତୀ ଜଣକ ସ୍ଥାନୀୟ ଗିରିଧିବାସିଆ ଗ୍ରାମର ମଧୁସ୍ମିତା ଭୋଇ (୨୦) ବୋଲି ଜଣା ପଡିଛନ୍ତି। ମଧୁସ୍ମିତା ଘରୁ ନାଳକୁ ଗାଧୋଇବାକୁ ଆସି ଆଉ ଘରକୁ ଫେରି ନଥିଲେ । ବହୁ ଖୋଜାଖୋଜି ପରେ ତାଙ୍କର ମୃତଦେହ ଏକ ବିଲ ପାଖରେ ପଡିଥିବା ଦେଖିବାକୁ ପାଇଥିଲେ ଗ୍ରାମବାସୀ । ଝିଅକୁ ଦୁଷ୍କର୍ମ କରି ମାରି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି ମୃତ ମଧୁସ୍ମିତାଙ୍କ ବାପା । ଖବର ପାଇ ବଅଁରପାଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ ଟିମ ମଧ୍ୟ ଆସି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ତଦନ୍ତ ଚାଲିଥିବାରୁ କ୍ୟାମେରା ଆଗରେ କିଛି ପ୍ରତିକ୍ରିୟା ରଖିନାହିଁ ପୋଲିସ୍‌। ଏହି ଘଟଣାରେ ସଂପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ସ୍ଥାନୀୟ ଲୋକ ମହିଧରପୁର ଠାରେ ରାସ୍ତାରୋକ କରିଛନ୍ତି।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!